୨ୟ ତିମତି 2:16 - ସତିଅର୍ ବାଟ୍ ନୁଆ ନିୟମ୍ 202016 ମାତର୍ ଜନ୍ ଲକ୍ମନ୍ ଆସାର୍ କାତାଇ ଆରି ବକୁଆ କାତାଇ ଦିଆନ୍ ଦେଇତେ ରଇବାଇ, ସେନ୍ତାରି ଲକ୍ମନର୍ ଟାନେଅନି ଦୁରିକେ ର । ଜନ୍ ଲକ୍ମନ୍ ସେନ୍ତାରିଟାନେ ମିସ୍ବାଇ, ସେ ଲକ୍ମନ୍ ପର୍ମେସରର୍ ଟାନେଅନି ଦୁରିକେ ଜିବାଇ । Faic an caibideil |
ଦରମ୍ କାମ୍ କର୍ବା ଲକ୍ମନର୍ପାଇ ନିୟମ୍ ତିଆର୍ ନ ଅଇରଇଲା । ତାର୍ ବାଦୁଲେ ଜନ୍ ଲକ୍ମନ୍ ତାର୍ ବିରଦି ଅଇରଇଲାଇ, ଆରି ତାର୍ କାତା ମାନି ନ ରଇଲାଇ, ସେନ୍ତାରି ଲକ୍ମନର୍ ପାଇ ପର୍ମେସର୍ ନିୟମ୍ ତିଆର୍ କରିରଇଲା । ଜନ୍ ଲକ୍ମନ୍ ପର୍ମେସର୍ ରଏ ନାଇ ବଲି ଚଲାଚଲ୍ତି କଲାଇନି, ଜନ୍ ଲକ୍ମନ୍ ପାପ୍ କର୍ବାଇ, କରାପ୍ କାମ୍ କର୍ତେରଇବାଇ, ଆରି ପର୍ମେସର୍କେ ସନ୍ମାନ୍ ନ ଦେଇତେରଅତ୍, ଜନ୍ଲକ୍ମନ୍ କି ତାକର୍ ଆୟା ବାବାମନ୍କେ ମରାଇବାଇ କି ବିନ୍ ଲକ୍ମନ୍କେ ମିସା ମରାଇବାଇ,