17 ତାକର୍ କାତା ଗାଗ୍ଡେ ଅଦିକ୍ ଅଦିକ୍ ଅଇବା ଗଟେକ୍ ଗାଉପାରା ଅଇ ଲକ୍ମନ୍କେ ନସାଇସି । ସେନ୍ତାରିସେ ଉମନାଅ ଆରି ପିଲିତ୍ ଲକ୍ମନ୍କେ ଏନ୍ତି ସିକିଆ ଦେଇ ବୁଲ୍ଲାଇନି ।
ମାତର୍ ଜନ୍ ଜିଉଦିମନ୍ ସେ ବାକିଅ ବିସ୍ବାସ୍ କରତ୍ନାଇ, ସେମନ୍ ଜିଉଦି ନ ଅଇଲା ଲକ୍ମନ୍କେ ବେମ୍ଜା କରି, ବିସ୍ବାସି ବାଇମନ୍କେ ବିରଦ୍ କରାଇଲାଇ ।
ସେମନର୍ ବିତ୍ରେ ଉମନାୟକେ ଆରି ଆଲେକ୍ଜାଣ୍ଡାର୍କେ ବିନ୍ ବିସ୍ବାସି ମନର୍ଟାନେଅନି ବେଗ୍ଲାଇକରି ସଇତାନ୍କେ ସର୍ପିଦେଲିଆଚି । ଏନ୍ତାରି କଲେ ପର୍ମେସରର୍ ବିରଦେ କାରାପ୍ କାତା କଇବାଟା ସେମନ୍ ଚାଡିଦେବାଇ ବଲି ଆସା କଲିନି ।
ତମର୍ ସୁନାରୁପା ଚିଲମ୍ ଦାର୍ଲାନି ଆରି ଏ ଚିଲମ୍ ଦାର୍ଲାଟାକେ ନେଇକରି ପର୍ମେସର୍ ତମ୍କେ ଦସି କର୍ସି । ଆରି ଜଇଟାନେ ପଡ୍ଲେ ଜେନ୍ତି ଗାଗଡ୍ ନସ୍ସି, ସେନ୍ତି ତମର୍ ଗାଗଡ୍ ସେ କୁରୁପ୍ନାସ୍ କର୍ସି । ଏ ଜୁଗ୍ ସାର୍ବାକେ ଜାଇତେରଇଲେ ମିସା ତମେ ସବୁଲକ୍ ଦନ୍ସଁପତି ଟୁଲିଆଇଲାସ୍ନି ।