୨ୟ ତିମତି 2:18 - ସତିଅର୍ ବାଟ୍ ନୁଆ ନିୟମ୍ 202018 ସେମନ୍ ମଲାଲକ୍ ଉଟି ସାରିଆଚେ ବଲି କଇକରି ସତ୍କେ ଚାଡିଦେଇଆଚତ୍ । ଏନ୍ତାରି କଇକରି କେତେ କେତେ ଲକର୍ ବିସ୍ବାସ୍ ନସାଇଦେଇ ଆଚତ୍ । Faic an caibideil |
କାଇକେବଇଲେ ଜନ୍ ଲକ୍ମନ୍ ଡାବୁ ଆସାକରି ଆଚତ୍, ସେ ଡାବୁ ମିଲାଇବାକେ ବିନ୍ ବିନ୍ ରକାମର୍ କାରାପ୍ ବିସଇ କର୍ବାକେ ମନ୍ କର୍ବାଇ । କେତେଲକ୍ କିରିସ୍ଟର୍ ବିସଇଟାନେ ରଇବା ସିକିଆ ବିସ୍ବାସ୍ କର୍ବାଟା ଦିରେ ଦିରେ ଚାଡିଦେଇଆଚତ୍ । କାଇକେବଇଲେ ସେମନ୍ ଡାବୁ ମନ୍କଲାଇ ଆରି ନିଜେ ବୁସିଅଇଲା ଲକ୍ପାରା ବେସି ରକାମ୍ ଦୁକ୍ କସ୍ଟେ ପଡ୍ଲାଇଆଚତ୍ ।