୨ୟ ତିମତି 2:19 - ସତିଅର୍ ବାଟ୍ ନୁଆ ନିୟମ୍ 202019 ଅଇଲେମିସା ପର୍ମେସର୍ ଜନ୍ କୁନାଦି ବସାଇଆଚେ, ସେଟା ଡାଟ୍ସେ ରଇସି । ସେ କୁନାଦି ଉପ୍ରେ ଏନ୍ତାରି ଲେକା ଅଇଲାଆଚେ, “ମାପ୍ରୁ ତାର୍ ନିଜର୍ ଲକ୍କେ ଜାନେ, ଆରି ଜେତ୍କିଲକ୍ ସବୁ ଆମେ ମାପ୍ରୁର୍ ଲକ୍ ବଲାଇଅଇଲାଇନି, ସେମନ୍ ବୁଲ୍ କାମେ ଅନି ଦୁରିକେ ରଅତ୍ ।” Faic an caibideil |
ଆଗ୍ତୁ ତରେକ୍ ସେ ପସୁ ବଁଚିରଇଲା । ମାତର୍ ଏବେ ଆରି ସେ ନ ବଁଚେ । ପାତାଲେଅନି ସେଟା ବାରଇ ଆଇସି । ତାକେ ଆରି ତରେକ୍ ସେ ଡଣ୍ଡ୍ ପାଇବା ଜାଗାଇ ନିଆଅଇସି । ଜଗତେରଇବା ଲକ୍ମନ୍, ସବୁ ତିଆର୍ ନ ଅଇବା ଆଗ୍ତୁ, ଜାର୍ ନାଉଁ ଜିବନ୍ରଇବା ବଇଟାନେ ଲେକାଅତ୍ନାଇ, ସେମନ୍ ସେ ପସୁକେ ଦେକି କାବାଅଇଜିବାଇ । କାଇକେବଇଲେ ସେ ଆଗ୍ତୁ ବଁଚିରଇଲା, ଏବେ ଆରି ସେଟା ବଁଚିରଏନାଇ । ମାତର୍ ସେଟା ଆରିତରେକ୍ ଆଇସି ।