୨ୟ ତିମତି 2:21 - ସତିଅର୍ ବାଟ୍ ନୁଆ ନିୟମ୍ 202021 ଜେ ନିଜ୍କେ ସବୁ ରକାମର୍ ପାପେଅନି ଜାଗ୍ରତ୍ କରିରଇସି, ମାପ୍ରୁ ସେମନ୍କେ ନିକ କାମର୍ପାଇ ବାଇସି । କାଇକେବଇଲେ, ସେ ଦେକ୍ବା ଇସାବେ, ସେମନ୍ ନିକ ଲକ୍ ଆରି ସବୁ ରକାମର୍ ଦରମ୍ କାମର୍ପାଇ ନିଜେ ସର୍ପି ଅଇଲାଇ ଆଚତ୍ । Faic an caibideil |
ମୁଇ ତକେ ଲେକିରଇବା ଏ ସବୁ ବିସଇ ସତ୍ ବଲି ମାନିଅଇସି । ତେବର୍ପାଇ ମୁଇ ତକେ ବାବୁଜିଆକରି କଇଲିନି, ତୁଇ ସିକାଇବାବେଲେ ଏ ସବୁ ବିସଇ ନ ପାସ୍ରି ଏତାଇତେ ର । ଜେନ୍ତାରିକି ପର୍ମେସର୍କେ ଜେତ୍କି ଲକ୍ ବିସ୍ବାସ୍ କର୍ବାଇ, ସେମନ୍ ସବୁ ଦରମ୍ କାମ୍ କର୍ବାକେ ମନ୍ଦିଆନ୍ ଦେବାଇ । ଏନ୍ତାରି ସିକିଆ ଦେଲେ ସବୁ ଲକର୍ପାଇ ସେଟା ନିକ ଆରି କାମ୍କେ ଆଇସି ।
ତମର୍ ଜିବନେ ଆଇଲା ଦୁକ୍କସ୍ଟ ସବୁ ତମର୍ ବିସ୍ବାସ୍ ସତ୍ଆଚେ କି ନାଇ ବଲି ପରିକା କର୍ବାକେସେ । ସୁନାର୍ ବିସଇ ବାବିଦେକା, ଏ ଜଗତର୍ ସବୁ ବିସଇର୍ପାରା ସୁନା ମିସା ନସିଜାଇସି । ସୁନା ନିକଟା କି କାରାପ୍ଟା ବଲି ଜାନ୍ବାକେ ଜଇଟାନେ ସିଲାଇବାଇ । ତମର୍ ବିସ୍ବାସ୍ ସୁନାଟାନେଅନି ଅଦିକ୍ ମୁଲିଅ । ସେନ୍ତାର୍ଆଲେ ତମର୍ ବିସ୍ବାସ୍ ନିକଟା କି ନାଇ ବଲି ପରିକା କର୍ବାର୍ ଆଚେ । ତମର୍ ବିସ୍ବାସ୍ ଜଦି ନିକଟା, ଜିସୁ କିର୍ସଟ୍ ଦେକା ଅଇବା ସେ ଦିନେ ତମେ ଡାକ୍ପୁଟା ଆରି ମଇମା ପାଇସା ।