୨ୟ ତିମତି 2:3 - ସତିଅର୍ ବାଟ୍ ନୁଆ ନିୟମ୍ 20203 କିରିସ୍ଟ ଜିସୁର୍ ଗଟେକ୍ ନିକ ସନିଅ ଅଇ, ମର୍ପାରା ଦୁକ୍ କସ୍ଟ ମୁର୍ଚିକରି ରଅ । Faic an caibideil |
ମାତର୍ ଆମ୍କେ ଦୁକ୍ କସ୍ଟ ଅଇଲେ, ସେଟା ତମର୍ ଦୁକ୍ ସାରାଇବାକେ ଆରି ନ ସାର୍ବା ଜିବନ୍ ପାଇବାକେ । ସେନ୍ତାରିସେ ଜେଡେବେଲେ ଆମେ ପର୍ମେସରର୍ ଟାନେଅନି ସାଇଜ ମିଲାଇବୁ, ସେଟା ତମର୍ପାଇ ମିସା ସାଇଜ ମିଲ୍ଲା ପାରା । ଏନ୍ତାରି ସେ ତମର୍ ବିସ୍ବାସ୍ କର୍ବାଟା ଡାଟ୍ କରାଇସି, ଜେନ୍ତିକି ଆମେ ଦୁକ୍କସ୍ଟ ଆଇଲେ ମିସା ମୁର୍ଚି କରି ଆଚୁ, ସେନ୍ତାରି ଦୁକ୍ କସ୍ଟ ଆଇଲେ ତମେ ମିସା ମୁର୍ଚି କରି ରଇପାରାସ୍ ।
ତେବର୍ପାଇ ଆମର୍ ମାପ୍ରୁ ଜିସୁକିରିସ୍ଟର୍ ବିସଇ, ବିନ୍ ଲକ୍କେ ଜାନାଇବାକେ ଲାଜ୍ ଅ ନାଇ । ତାର୍ ପାଇ ମୁଇ ଏବେ ବନ୍ଦିଗରେ ଆଚି, ମର୍ପାଇ ମିସା ଲାଜ୍ ଅ ନାଇ । ମାତର୍ ସୁବ୍ କବରର୍ ଲାଗି ଦୁକ୍ କସ୍ଟ ପାଇବାକେ ମର୍ସଙ୍ଗ୍ ମିସ୍ । ସେନ୍ତି କର୍ବାକେ ପର୍ମେସର୍ ତକେ ବପୁ ଦେଇସି । ପର୍ମେସର୍ ଆମ୍କେ ନ ସାର୍ବା ମରନେଅନି ବଁଚାଇକରି ଗଟେକ୍ ସୁକଲ୍ ଚଲାଚଲ୍ତି କର୍ବାକେ ଡାକିନେଲା ଆଚେ ।