୨ୟ ତିମତି 2:8 - ସତିଅର୍ ବାଟ୍ ନୁଆ ନିୟମ୍ 20208 ମୁଇ ଜନ୍ ସୁବ୍କବର୍ ତକେ ଜାନାଇରଇଲି, ତେଇ ଜିସୁକିରିସ୍ଟକେ ଏତାଉଁ । ସେ ଦାଉଦର୍ କୁଟୁମେ ଜନମ୍ ଅଇଲା ଆରି ପର୍ମେସର୍ ତାକେ ମରନେଅନି ଉଟାଇଲା । Faic an caibideil |
ତେବର୍ପାଇ ଆମର୍ ମାପ୍ରୁ ଜିସୁକିରିସ୍ଟର୍ ବିସଇ, ବିନ୍ ଲକ୍କେ ଜାନାଇବାକେ ଲାଜ୍ ଅ ନାଇ । ତାର୍ ପାଇ ମୁଇ ଏବେ ବନ୍ଦିଗରେ ଆଚି, ମର୍ପାଇ ମିସା ଲାଜ୍ ଅ ନାଇ । ମାତର୍ ସୁବ୍ କବରର୍ ଲାଗି ଦୁକ୍ କସ୍ଟ ପାଇବାକେ ମର୍ସଙ୍ଗ୍ ମିସ୍ । ସେନ୍ତି କର୍ବାକେ ପର୍ମେସର୍ ତକେ ବପୁ ଦେଇସି । ପର୍ମେସର୍ ଆମ୍କେ ନ ସାର୍ବା ମରନେଅନି ବଁଚାଇକରି ଗଟେକ୍ ସୁକଲ୍ ଚଲାଚଲ୍ତି କର୍ବାକେ ଡାକିନେଲା ଆଚେ ।