୨ୟ ତିମତି 2:9 - ସତିଅର୍ ବାଟ୍ ନୁଆ ନିୟମ୍ 20209 ସେ ସୁବ୍କବରର୍ ଲାଗି ମୁଇ ଦୁକ୍ କସ୍ଟ ଅଇ ଆଇଲିନି ଆରି ଗଟେକ୍ ଦସ୍ କଲା ଲକର୍ପାରା ବନ୍ଦିଗରେ ଆଚି । ମାତର୍ ପର୍ମେସରର୍ ବାକିଅ ବାନ୍ଦାଇଅଇ ରଏନାଇ । Faic an caibideil |
ତେବର୍ପାଇ ଆମର୍ ମାପ୍ରୁ ଜିସୁକିରିସ୍ଟର୍ ବିସଇ, ବିନ୍ ଲକ୍କେ ଜାନାଇବାକେ ଲାଜ୍ ଅ ନାଇ । ତାର୍ ପାଇ ମୁଇ ଏବେ ବନ୍ଦିଗରେ ଆଚି, ମର୍ପାଇ ମିସା ଲାଜ୍ ଅ ନାଇ । ମାତର୍ ସୁବ୍ କବରର୍ ଲାଗି ଦୁକ୍ କସ୍ଟ ପାଇବାକେ ମର୍ସଙ୍ଗ୍ ମିସ୍ । ସେନ୍ତି କର୍ବାକେ ପର୍ମେସର୍ ତକେ ବପୁ ଦେଇସି । ପର୍ମେସର୍ ଆମ୍କେ ନ ସାର୍ବା ମରନେଅନି ବଁଚାଇକରି ଗଟେକ୍ ସୁକଲ୍ ଚଲାଚଲ୍ତି କର୍ବାକେ ଡାକିନେଲା ଆଚେ ।
ସେ ବିଚାର୍ନା ଜାଗାଇ ଜେତ୍କି ଜିଉଦି ନ ଅଇଲା ଲକ୍ମନ୍ ରୁଣ୍ଡିରଇଲାଇ, ସେମନ୍କେ ସବୁକେ ଜିସୁକିରିସ୍ଟର୍ ସୁବ୍କବର୍ ଜେନ୍ତାରିକି ମୁଇ ପୁରାପୁରୁନ୍ ବାବେ ଜାନାଇପାର୍ବି, ସେଟାର୍ପାଇ ମାପ୍ରୁ ମର୍ସଙ୍ଗ୍ ରଇକରି ମକେ ବପୁଦେଲାଆଚେ । ସେ ବିଚାର୍ନାର୍ ସାରାସାରି ମକେ କାଇବାକେ ଆସିରଇବା ଗଟେକ୍ ସିଅଁର୍ ଟାନେଅନି ରକିଆ କଲାପାରା ମାପ୍ରୁ ରକିଆ କଲା ।