୨ୟ ତିମତି 3:12 - ସତିଅର୍ ବାଟ୍ ନୁଆ ନିୟମ୍ 202012 ଦେକ୍ବାକେଗାଲେ ଜେତ୍କି ଲକ୍ ଜିସୁକିରିସ୍ଟକେ ବିସ୍ବାସ୍ କରି ପର୍ମେସର୍ ଦେକ୍ବା ଇସାବେ ଦରମ୍ ଚଲାଚଲ୍ତି କର୍ବାକେ ମନ୍ କଲାଇନି, ସେମନ୍ ସବୁ ବିସ୍ବାସ୍ ନ କଲା ଲକ୍ମନର୍ଟାନେଅନି ଦୁକ୍ କସ୍ଟ ପାଇବାଇ । Faic an caibideil |
ସେଟାର୍ ପାଇ ମୁଇ ତମ୍କେ କଇଲିନି, ତମର୍ ଲଗେ ବବିସତ୍ବକ୍ତାମନ୍କେ, ସିକାଇବା ଗୁରୁମନ୍କେ ଆରି ଗିଆନ୍ ରଇବା ବଡ୍ ଲକ୍ମନ୍କେ ମୁଇ ପାଟାଇବି । ତାକର୍ ବିତ୍ରେଅନି ତମେ କେତେ ଲକ୍କେ ମରାଇସା, କେତେ ଲକ୍କେ କୁର୍ସେ ଚଗାଇସା, ଆରି ବାକି ଲକ୍ମନ୍କେ ପାର୍ତନା ଗରେଅନି କର୍ଡା ସଙ୍ଗ୍ ମାରି ମାରି ଗଟେକ୍ ନଅରେ ଅନି ଆରିଗଟେକ୍ ନଅରେ କେଦି ଦେଇସା ।
ବାଇମନ୍ ଆମେ ବଡ୍ପନ୍ ଅଇକରି କଇବା ଗଟେକ୍ କାତା ଆଚେ । ସେଟା ଆମେ ସତ୍ ବଲି ଜାନ୍ଲୁନି ଆରି ସେଟା ଅଇଲାନି, । ସବୁଲକର୍ଟାନେ ଆରି, ତମର୍ଟାନେ ମିସା ଆମର୍ ଚଲାଚଲ୍ତି ସୁକଲ୍ ଆରି ଦରମ୍ ଆଚେ । ଏଟା ଆମର୍ ବିବେକ୍ ସାକି ଦେଲାନି । ଲକ୍ମନର୍ ଗିଆନ୍ ଇସାବେ ଆମେ କରୁନାଇ, ମାତର୍ ପର୍ମେସରର୍ ଜିବନ୍ ଦୁକାଇଲା ବପୁର୍ ସଙ୍ଗ୍ ଏ ସବୁଜାକ କଲୁନି ।
ଆମର୍ ବିସ୍ବାସ୍ଟାନେ କେ ନାଜାନ୍ଲା ପାରା ବିସଇ ଲୁଚିକରି ଆଚେ । ସେନ୍ତାରି ନଏଁ ବଲି କେ କଇନାପାରତ୍ । “ ଜିସୁକିରିସ୍ଟ ନର୍ ରୁପ୍ ଦାରି ଆଇଲା । ସେ ନିଜେ ପର୍ମେସରର୍ ପଅ ବଲି ସୁକଲ୍ ଆତ୍ମା କାତାଦେଲା ଆଚେ । ଦୁତ୍ମନ୍ ତାକେ ଦେକ୍ଲାଇ । ତାର୍ ବିସଇର୍ ସତ୍ କବର୍ ଗୁଲାଇ ରାଇଜେ ଜାନାଇଲାଇ । ସବୁ ଜାଗାର୍ କେତେକ୍ କେତକ୍ ଲକ୍ମନ୍ ତାକେ ବିସ୍ବାସ୍ କଲାଇ । ପର୍ମେସର୍ ତାକେ ସର୍ଗେ ନେଲା ।”
ମୁଇ ପାଉଲ୍, ଏ ଚିଟି ଲେକ୍ଲିନି । ମୁଇ ପର୍ମେସର୍କେ ସେବାକରି ଜିସୁକିରିସ୍ଟର୍ ଗଟେକ୍ ପେରିତ୍ ଅଇଆଚି । ଜନ୍ ଲକ୍ମନ୍କେ ତାର୍ଟାନେ ଡାଟ୍ ସଙ୍ଗ୍ ବିସ୍ବାସ୍ କର୍ବାକେ ପର୍ମେସର୍ ବାଚ୍ଲା ଆଚେ, ଆରି ସେମନ୍ ଜେନ୍ତିକି ଜିସୁକିରିସ୍ଟର୍ ନିକ ସିକିଆ ବୁଜ୍ବାଇ, ସେନ୍ତାରି ଲକ୍ମନ୍କେ ସାଇଜ କର୍ବାକେ ମୁଇ ବାଚିଅଇଆଚି । ଏ ସିକିଆ ନିକସଙ୍ଗ୍ ଜାନ୍ଲେ, ପର୍ମେସର୍କେ ସାର୍ଦା କରାଇବା ପାରା ଚଲାଚଲ୍ତି କର୍ବାକେ ସେମନ୍ ସିକ୍ବାଇ ।
ସେ ଦୟା କଲାକେ, କାରାପ୍ ଚଲାଚଲ୍ତି କର୍ବାଟା ଚାଡିକରି, ବିସ୍ବାସ୍ ନ କର୍ବା ଲକ୍ମନ୍ କର୍ବା ଚଲାଚଲ୍ତି ନ କରି, ସେମନ୍ ଲାଲ୍ସା ଅଇବା ବିସଇ ମନ୍ ନ କର୍ବାକେ ପର୍ମେସର୍ ଆମ୍କେ ସିକାଇଲାନି । ତାର୍ ବାଦୁଲେ ଜେତ୍କି ଦିନ୍ ଆମେ ଏ ଜଗତେ ବଁଚିଆଚୁ, ସେତ୍କି ଦିନ୍ ନିଜେ ଜାଗ୍ରତ୍ ରଇ, ଦରମ୍ ଚଲାଚଲ୍ତି କରି ତାକେ ସାର୍ଦା କରାଇବାକେ ସେ ଆମ୍କେ ବପୁ ଦେଲାନି ।