୨ୟ ତିମତି 3:15 - ସତିଅର୍ ବାଟ୍ ନୁଆ ନିୟମ୍ 202015 ଆରି ତୁଇ ପିଲାବେଲେ ଅନି ସୁକଲ୍ ସାସ୍ତର୍ ଜାନିଆଚୁସ୍ । କିରିସ୍ଟ ଜିସୁକେ ବିସ୍ବାସ୍ କଲାର୍ ପାଇ ପର୍ମେସର୍ ତକେ ରକିଆ କର୍ସି ବଲି ତୁଇ ଜାନ୍ଲୁସ୍ନି । Faic an caibideil |
ସେ ତାର୍ ସବୁ ଚିଟି ଲଗେ ମିସା ଏ ସମାନ୍ ବିସଇ ଲେକ୍ଲାଆଚେ । ମାତର୍ ତେଇଅନି କେତେଟା ବିସଇ ଲକ୍ମନ୍କେ ବୁଜ୍ବାକେ କସ୍ଟ ଆଚେ । ଜନ୍ ଲକ୍ମନ୍ ନିକ ସିକତ୍ନାଇ ଆରି ତାକର୍ ବିସ୍ବାସ୍ଟାନେ ଡାଟ୍ନାଇ, ଏ ସବୁ ବିସଇର୍ ଅରତ୍ ବୁଲ୍ଇସାବେ ବାତାଇଲାଇନି । ପର୍ମେସରର୍ ବାକିଅତେଇରଇବା କେତେଟା ବିନ୍ ବିସଇମନ୍ ମିସା ଏନ୍ତାରି ବୁଲ୍କରି ବାତାଇଲାଇନି । ଏନ୍ତାରି କଲାର୍ପାଇ ପର୍ମେସର୍ ସେମନ୍କେ କୁରୁପ୍ନାସ୍ କର୍ସି ।
ମୁଇ ତାକେ ଜୁଆର୍ କର୍ବି ବଲି ତାର୍ ଗଡେ ଡାଣ୍ଡାସନ୍ ପଡ୍ଲି, ମାତର୍ ସେ ମକେ କଇଲା, “ନିଚୁ, ମୁଇ ଆରି ତର୍ ସଙ୍ଗର୍ ବିସ୍ବାସି ବାଇମନ୍ ଜେତ୍କି ଲକ୍ ଆମେ ସବୁ ଜିସୁ ଜାନାଇରଇବା ସତ୍ ଦାରିଆଚୁ, ଆମେ ସବୁ ଅବ୍କା ଦାଙ୍ଗ୍ଡାମନ୍, ପର୍ମେସର୍କେ ଜୁଆର୍ କରା । କାଇକେବଇଲେ ଜିସୁ ଜନ୍ ସତ୍ ଜାନାଇଆଚେ, ସେଟାସେ ବବିସତ୍ ବକ୍ତାମନ୍କେ କାତାଅଇବାକେ ବପୁଦେଲାଆଚେ ।”