୨ୟ ତିମତି 3:2 - ସତିଅର୍ ବାଟ୍ ନୁଆ ନିୟମ୍ 20202 କାଇକେବଇଲେ ଲକ୍ମନ୍ ନିଜେ ଆଲାଦ୍ ଅଇକରି ବିନ୍ ଲକ୍କେ ଆଲାଦ୍ ନ କରତ୍ । ସେମନ୍ ଡାବୁକାସୁ ଆସାକର୍ବା ଲକ୍, ନିଜର୍ ବିସଇଟାନେ ବଡ୍ପନ୍ ଅଇବା ଲକ୍, ବିନ୍ ଲକ୍କେ ନିନ୍ଦା କର୍ବା ଲକ୍, ତାକର୍ ଆୟା ବାବାର୍ କାତା ନ ମାନ୍ବା ଲକ୍, ଦନିଅବାଦ୍ ଦେବାଟା ପାସର୍ବା ଲକ୍, ପର୍ମେସରର୍ ବିସଇକେ ସନ୍ମାନ୍ ନ ଦେବା ଲକ୍, Faic an caibideil |
ଦରମ୍ କାମ୍ କର୍ବା ଲକ୍ମନର୍ପାଇ ନିୟମ୍ ତିଆର୍ ନ ଅଇରଇଲା । ତାର୍ ବାଦୁଲେ ଜନ୍ ଲକ୍ମନ୍ ତାର୍ ବିରଦି ଅଇରଇଲାଇ, ଆରି ତାର୍ କାତା ମାନି ନ ରଇଲାଇ, ସେନ୍ତାରି ଲକ୍ମନର୍ ପାଇ ପର୍ମେସର୍ ନିୟମ୍ ତିଆର୍ କରିରଇଲା । ଜନ୍ ଲକ୍ମନ୍ ପର୍ମେସର୍ ରଏ ନାଇ ବଲି ଚଲାଚଲ୍ତି କଲାଇନି, ଜନ୍ ଲକ୍ମନ୍ ପାପ୍ କର୍ବାଇ, କରାପ୍ କାମ୍ କର୍ତେରଇବାଇ, ଆରି ପର୍ମେସର୍କେ ସନ୍ମାନ୍ ନ ଦେଇତେରଅତ୍, ଜନ୍ଲକ୍ମନ୍ କି ତାକର୍ ଆୟା ବାବାମନ୍କେ ମରାଇବାଇ କି ବିନ୍ ଲକ୍ମନ୍କେ ମିସା ମରାଇବାଇ,
କାଇକେବଇଲେ ଜନ୍ ଲକ୍ମନ୍ ଡାବୁ ଆସାକରି ଆଚତ୍, ସେ ଡାବୁ ମିଲାଇବାକେ ବିନ୍ ବିନ୍ ରକାମର୍ କାରାପ୍ ବିସଇ କର୍ବାକେ ମନ୍ କର୍ବାଇ । କେତେଲକ୍ କିରିସ୍ଟର୍ ବିସଇଟାନେ ରଇବା ସିକିଆ ବିସ୍ବାସ୍ କର୍ବାଟା ଦିରେ ଦିରେ ଚାଡିଦେଇଆଚତ୍ । କାଇକେବଇଲେ ସେମନ୍ ଡାବୁ ମନ୍କଲାଇ ଆରି ନିଜେ ବୁସିଅଇଲା ଲକ୍ପାରା ବେସି ରକାମ୍ ଦୁକ୍ କସ୍ଟେ ପଡ୍ଲାଇଆଚତ୍ ।
ତାକର୍ ପାପର୍ ଗୁନ୍ଚଲନ୍ ଇସାବେ ଚଲାଚଲ୍ତିକରି ଲାଜର ବିସଇ କର୍ବା ଲକ୍ମନ୍କେ ସେ ବେସି ବଡ୍ ଡଣ୍ଡ୍ ଦେଇସି । ତାକର୍ ଉପ୍ରେ ସାସନ୍ କର୍ବାକେ ପର୍ମେସରର୍ ଜନ୍ ଅଦିକାର୍ ଆଚେ, ସେଟା ସେମନ୍ ନିଚ୍ଲାଇନି । ଏନ୍ତାରି ମିଚ୍ ସିକାଉ ଆଁକ୍ରିଆମନ୍, ନିଜର୍ ମନ୍କେ ଆଇଲାଟା କର୍ବାକେ ଡରତ୍ ନାଇ । ସର୍ଗେ ମଇମାସଙ୍ଗ୍ ରଇବାଟାମନ୍କେ ମିସା ନିନ୍ଦା କର୍ବାଇ ।