3 ବିନ୍ ଲକ୍ମନ୍କେ କେମା ନ ଦେବା ଲକ୍, ବିନ୍ ଲକର୍ ବିସଇ ମିଚ୍ କଇବା ଲକ୍, ନିଜେ ଜାଗ୍ରତ୍ ନ ରଇବା ଲକ୍, କିରଜାଟି ଅଇବା ଲକ୍, ନିକ ବିସଇ ଗିନ୍ କର୍ବା ଲକ୍,
ଲକ୍ମନ୍ ନିଜର୍ ବାଇକେ ମରନର୍ ଡଣ୍ଡ୍ ବଗ୍ବାକେ ଦାରାଇଦେବାଇ । ବାବା ମିସା ନିଜର୍ ପିଲାମନ୍କେ ସେନ୍ତାରି କର୍ସି । ପିଲା ଟକିମନ୍ ବାବାମାଆର୍ ବିରଦେ ଉଟି ସେମନ୍କେ ମରାଇବାଇ ।
ତାର୍ପଚେ ସୁକଲ୍ଆତ୍ମା ଜିସୁକେ ମରୁବାଲି ବୁଏଁ ଡାକିନେଲା । ତେଇ ସଇତାନ୍ ତାକେ ପରିକା କଲା ।
ଜେଡେବେଲେ ଜନ୍ ଲକ୍ମନ୍ ତମର୍ କାତା ସୁନ୍ବାଇ, ସେମନ୍ ମର୍ କାତା ସୁନ୍ବାଇ । ଜନ୍ ଲକ୍ମନ୍ ତମ୍କେ ନ ମାନତ୍, ସେମନ୍ ମକେ ନ ମାନତ୍, ଆରି ଜନ୍ ଲକ୍ମନ୍ ମକେ ନ ମାନତ୍, ସେମନ୍ ମକେ ପାଟାଇରଇବା ପର୍ମେସର୍କେ ମିସା ନ ମାନତ୍ ।
ପାରୁସି ଦଲର୍ ଲକ୍ମନ୍ ଏ ସବୁ କାତା ସୁନି ଜିସୁକେ ଟାପ୍ରା କଲାଇ, କାଇକେ ବଇଲେ ଡାବୁ ଆକା ସେମନର୍ ଜିବର୍ ଦନ୍ ବଲି ବାବ୍ତେ ରଇଲାଇ ।
ଜିସୁ ସେମନ୍କେ କଇଲା, “ମୁଇ କାଇ ତମ୍କେ ବାର ଲକ୍କେ ବାଚି ନାଇ କି ? ଏଲେମିସା ତମର୍ ବିତ୍ରେଅନି ଗଟେକ୍ ଲକ୍ ସଇତାନର୍ ।”
ତାକର୍ ବିତ୍ରେ ସବୁରକାମର୍ କାରାପ୍ ବିସଇ, ଜନ୍ଟାମନ୍କି, କାରାପ୍ ଚିନ୍ତା କର୍ବାଟା, ବାନିଆ ଚିନ୍ତା କର୍ବାଟା, ଲବାଇବାଟା, ଲାଁଚ୍ ନେବାଟା, ତାକର୍ ତାକର୍ ବିତ୍ରେ ଇଁସାତଲା ଅଇବାଟା, ନର୍ ମରାଇବାଟା, କିରମାର ଅଇବାଟା, ନାଡାଇବାଟା, ଆଁକାର୍ କର୍ବାଟା ଆରି କୁଟ୍କାତା ଅଇବାଟା ବର୍ତି ଅଇଆଚେ ।
ଦରମ୍ ବିବେକ୍ ନ ଅଇବାଟା, କାତା ଦେଲା ପଚେ ସେଟା ବାଙ୍ଗାଇବାଟା, ତାକର୍ ବିତ୍ରେ ଆଲାଦ୍ ନ କର୍ବାଟା ଆରି ଜିବନ୍ ନ ଦୁକାଇବାଟା ।
ଦୁଇ ମାଇଜି ମୁନୁସ୍ ବେଗ୍ଲିକରି ନ ରଅତ୍ । ମାତର୍ ବେଗ୍ଲିକରି ରଇବାର୍ ଆଲେ, ଦୁଇ ଲକ୍ ରାଜି ଉଆ । ଜେନ୍ତାରି କି ସେ ବେଗ୍ଲି ରଇବା ବେଲାଇ, ପାର୍ତନା କରିଅଇସି । ମାତର୍ ତାର୍ପଚେ ଆରିତରେକ୍ ଆସି ମିସାଆ । ଏନ୍ତାରିକଲେ ସଇତାନର୍ ପରିକାତେଇ ଅନି ତମେ ରକିଆ ପାଇସା । କାଇକେବଇଲେ ତମ୍କେ ମୁର୍ଚିକରି ରଇବା ବପୁ ଉନା ଆଚେ ।
ମାତର୍ ତମେ ଜଦି ମନର୍ ଲାଲ୍ସା ମୁର୍ଚିକରି ରଇ ନାପାର୍ଲାସ୍ନି ବଇଲେ, ବିବା ଅଇବାଟା ନିକ । କାଇକେବଇଲେ ଲାଲ୍ସାଇ ପଡିଜିବା ବାଦୁଲେ ବିବା ଅଇବାଟା ନିକ ।
ତେବେ ଜେ ଆମର୍ ଏ ସିକିଆ ନ ନାମେ, ସେ ଅବ୍କା ମୁନୁସ୍କେ ନ ନାମେ । ମାତର୍ ଜନ୍ ପର୍ମେସର୍ ତମର୍ ବିତ୍ରେ ସୁକଲ୍ଆତ୍ମା ଦେଇସି, ତାକେ ନ ନାମେ ।
ସେନ୍ତାରିସେ ତାକର୍ ମାଇଜିମନ୍ ମିସା ବିନ୍ଲକର୍ ସନ୍ମାନ୍ ପାଇଲା ପାରା ଚଲାଚଲ୍ତି କରତ୍ । ସେମନ୍ ତିପୁଲ୍ କାତା କଇବାର୍ ନାଇ । ତାର୍ ବାଦୁଲେ ନିଜେ ଜାଗ୍ରତ୍ ରଇବାର୍ ଆଚେ । ସେମନ୍ ସତ୍ ଲକ୍ ବଲି ବିନ୍ ଲକ୍ ଆସା କର୍ବାର୍ ଆଚେ ।
ସେନ୍ତାରି ନ ଅଇକରି ଲକ୍ମନ୍କେ ଡାକିନେବା ଲକ୍, ଦରମ୍ ବିସଇ କର୍ବାକେ ମନ୍ କର୍ବା ଲକ୍, ନିଜେ ଜାଗ୍ରତ୍ ରଇବା ଲକ୍, ବଡ୍ ସାନ୍ ଇସାବେ ନ ଦେକ୍ବା ଲକ୍, ସୁକଲ୍ ଇସାବେ ଚଲାଚଲ୍ତି କର୍ବା ଲକ୍, ନିଜେ ମନ୍କର୍ବା ବିସଇଟାନେ ଜାଗ୍ରତ୍ ଅଇବା ଲକ୍, ରଇବାର୍ ଆଚେ ।
ସେନ୍ତାରିସେ ଡକ୍ରିମନ୍କେ ମିସା ସିକାଆ । ଜେନ୍ତିକି, ସେମନ୍ ସୁକଲ୍ ଚଲାଚଲ୍ତି କର୍ବାଇ । ତିପୁଲ୍ କାତା ନ କଇକରି, ମାତୁଆଲ୍ନିମନ୍ ନ ଅଇକରି, ତାର୍ ବାଦୁଲେ ବିନ୍ ଲକ୍ମନ୍କେ ନିକ ବିସଇ ସିକାଅତ୍ ।
ମାତର୍ ତମେ ଅର୍କିତ୍ ଲକ୍ମନ୍କେ ସନ୍ମାନ୍ ଦିଆସ୍ ନାଇ । ସାଉକାର୍ ଲକ୍ମନ୍ସେ ତମ୍କେ କସ୍ଟ ଦେଲାଇନି । ସେମନ୍ସେ ତମ୍କେ ବିଚାର୍ନା ଜାଗାଇ ଜିକି ନେଲାଇନି ।
ବେସିଆ କାମ୍ କର୍ବାକେ ସବୁବେଲେ ମନ୍ କର୍ତେରଇବାଇ । ସେନ୍ତାରି କର୍ବାଟାନେଅନି ସେମନ୍ କେବେ ନ ତେବତ୍ । ମନ୍ ବିତ୍ରେ ଦୁର୍ବଲ୍ ରଇବା ଲକ୍ମନ୍କେ ନାଡାଇକରି ପାପ୍କାମ୍ କର୍ବାଟାନେ ଡାକିନେବାଇ । ସେମନ୍ ବେସି ଲବି ଅଇଆଚତ୍ । ପର୍ମେସର୍ ସେମନ୍କେ ସାଇପ୍ ଦେଲା ଆଚେ ।
ତାକର୍ ସିକିଆ ମାନିକରି ରଇଲେ ମୁକ୍ତି ମିଲ୍ସି ବଲି ସେମନ୍ କାତାଦେବାଇ । ମାତର୍ ସେମନ୍ ନିଜେ କାରାପ୍ ଚଲାଚଲ୍ତିର୍ ଗତିଦାଙ୍ଗ୍ଡା ଅଇଆଚତ୍ । ସେ କାରାପ୍ ଚଲାଚଲ୍ତି ସେମନ୍କେ କୁରୁପ୍ନାସ୍ କର୍ସି । ଜଦି ଗଟେକ୍ ଲକ୍କେ କାରାପ୍ ଅବିଆସ୍ ଦାରିଆଚେ, ସେ ତାର୍ ଗତିଦାଙ୍ଗ୍ଡା ।
ପର୍ତମେ ଏଟା ଜାନା ଜେ, ସାର୍ଲା ଦିନ୍ମନ୍କେ ଲକ୍ମନ୍ ନିଜର୍ ନିଜର୍ କାରାପ୍ ମନ୍କଲା ଇସାବେ ଚଲାଚଲ୍ତି କର୍ବାଇ । ସାରାସାରି ଦିନେ ସେମନ୍ ସତ୍କେ ନିସାର୍ କରି ପାଚାର୍ବାଇ ।
ଏ ଲକ୍ମନ୍ ମୁର୍ମୁରା ଅଇକରି ବିନ୍ ଲକ୍ମନ୍କେ ନିନ୍ଦା କର୍ବାଇ । ନିଜର୍ କାରାପ୍ ମନ୍ କଲାଟା ପୁରାପୁରୁନ୍ କର୍ବାକେ ମନ୍ କର୍ବାଇ, ନିଜର୍ ବିସଇନେଇ ବଡ୍ପନ୍ ଅଇବାଇ ଆରି ନିଜର୍ ଲାବ୍ ପାଇବାକେ ବିନ୍ଲକ୍କେ ନିକ କାତା କଇ ସୁତ୍ରାଇବାଇ ।
“ସାରାସାରି ଦିନ୍ ମନ୍କେ ମାପ୍ରୁକେ କିଜାଇକରି ନିଜର୍ କାରାପ୍ ମନ୍ କଲାଟା ପୁରାପୁରୁନ୍ କର୍ବାକେ ମନ୍ କର୍ବା ଲକ୍ମନ୍ ରଇବାଇ ।” ସେମନ୍ ତମ୍କେ ଏନ୍ତି କଇରଇଲାଇ ।
ପଚର୍ ପସୁ ଆଗ୍ତୁ ତିଆର୍ କରିରଇବା ପସୁର୍ ମୁର୍ତିତେଇ ପୁଣ୍ଡ୍ବାକେ ଅଦିକାର୍ ପାଇଲା । ଜେନ୍ତାରି କି ସେନ୍ତି କଲେ, ସେ ମୁର୍ତି କାତା ଅଇକରି ତାକେ ଜୁଆର୍ ନ କର୍ବା ସବୁଲକ୍କେ ମରାଇସି ।
ଏ ଚିନ୍ ନ ଅଇତେ କେ ମିସା ଗେନା ବିକା କରି ନାପାର୍ଲାଇ । ଏ ଚିନ୍ ଅଇଲାନି, ସେ ପସୁର୍ ନାଉଁ ନଇଲେ ସେ ନାଉଁ ବାଦ୍ଲିରଇବା ଲମର୍ ।
ପର୍ମେସର୍ ଲକ୍ମନର୍ ଆରି ବବିସତ୍ବକ୍ତାମନର୍ ବନି ଡାଲିଦେଲାଇ । ତେବର୍ପାଇ ତମେ ସେମନ୍କେ କାଇବାକେ ବନି ଦେଇଆଚାସ୍ । ସେମନ୍ କରିରଇବା କାମର୍ ପଲ୍ ସେମନ୍ ଆକା ପାଇଲାଇ ଆଚତ୍ ।”
ଆରି ସେ ମାଇଜି ପର୍ମେସରର୍ ଲକ୍ମନର୍ ବନି କାଇ ମାତିରଇବାଟା ମୁଇ ଦେକ୍ଲି । ଜିସୁକେ ବିସ୍ବାସ୍ କରି ସାଦ୍ବାନ୍ଦ୍ ଅଇ ମରିଜାଇରଇବା ଲକ୍ମନର୍ ବନି କାଇକରି ମିସା ସେ ମାତିରଇଲା । ମୁଇ ତାକେ ଦେକିକରି କାବା ଅଇଗାଲି ।