7 ସେମନ୍ ସବୁବେଲେ ବିନ୍ ବିନ୍ ରକାମର୍ ସିକିଆ ସିକ୍ବାକେ ମନ୍ କଲାଇନି । ମାତର୍ ତେଇର୍ ସତ୍ ବିସଇ ନାଜାନ୍ଲାଇନି ।
ଜିସୁ କଇଲା, “ସରଗ୍ ରାଇଜର୍ ଟିକି ନିକି କାତା ବୁଜ୍ବାକେ ତମେ ଗିଆନ୍ ପାଇଆଚାସ୍ । ମାତର୍ ସେମନ୍ ପାଅତ୍ ନାଇ ।
ତମେ ନିଜର୍ ନିଜର୍ ବିତ୍ରେ ସନ୍ମାନ୍ ପାଇବାକେ ମନ୍କଲାସ୍ନି । ମାତର୍ ପର୍ମେସରର୍ ଆଲାଦ୍ ପାଇବାକେ ମନ୍ କରାସ୍ ନାଇ । ସେନ୍ତି ବଇଲେ ତମେ କେନ୍ତି ମକେ ବିସ୍ବାସ୍ କରିପାରାସ୍ ?
ତେବେ ଆମେ ସାନ୍ ପିଲାମନର୍ ପାରା ନ ଅଇ କରି, ଜଗତର୍ ମନସ୍ମନର୍ ସିକିଆଇ ଆରି ତାକର୍ ଦଦାପେଲା ଅଇବା ପାରା ବିଚାର୍ନା ଇସାବର୍ ବିନ୍ ବିନ୍ ସିକିଆଇ, ଗାଡର୍ ଲଅଡି ଆରି ମାର୍ବା ପବନ୍ ଜେନ୍ତାରି ଡଙ୍ଗାକେ ଏନେତେନେ କର୍ସି, ସେନ୍ତାରି ତାକର୍ ସିକିଆ ସୁନିକରି ଏନେତେନେ ନ ଅଉଁ ।
ସବୁଲକ୍ ଜେନ୍ତାର୍ କି ରକିଆ ପାଅତ୍ ଆରି ସତ୍ ବିସଇ ଜାନତ୍ ବଲି ପର୍ମେସର୍ ମନ୍ କଲାନି ।
ପର୍ମେସର୍ ତାର୍ ମନ୍ ବାଉଡାଇବାକେ ଦେଇସି, ସେଟା ଆସାଅଇ ତାର୍ ବିରଦେ କାତା ଅଇବା ଲକ୍ମନ୍କେ ସେ ଦରମ୍ ସଙ୍ଗ୍ ସୁଆଲ୍ କର୍ବାର୍ ଆଚେ । ସତ୍ ବିସଇ ଜାନ୍ବାକେ ସେମନ୍କେ ସାଇଜ କର ।
ଏ ବିସଇ ଆରି ଅଦିକ୍ ତମ୍କେ ଜାନାଇବି ବଲି ମୁଇ ମନ୍ କଲିନି । ମାତର୍ ତମେ ଦାପ୍ରେ ବୁଜି ନାପାରାସ୍କେ ବୁଜାଇବାକେ କସ୍ଟ ଆଚେ ।