9 ମାତର୍ ସେମନ୍ ନିଜେ ପାଁଚିରଇବାଟା ସବୁବେଲର୍ପାଇ ନ ରଏ । କାଇକେବଇଲେ ଜାନାସ୍ ଆରି ଜିମିରସ୍ ବକୁଆଟାମନ୍ ବଲି ଆଗ୍ତୁର୍ ଲକ୍ ଜାନ୍ଲାଇ, ସେନ୍ତାରିସେ ଏବର୍ ଲକ୍ମନ୍ ମିସା ସେମନ୍ ବକୁଆ ବଲି ଜାନ୍ବାଇ ।
ମାତର୍ ପାରୁସିମନ୍ ଆରି ସାସ୍ତର୍ ସିକାଉମନ୍ ବେସି ରିସା ଅଇଗାଲାଇ ଆରି ଜିସୁର୍ ବିରୁଦେ “କାଇଟା କରୁ ?” ବଲି ତାକର୍ ତାକର୍ ବିତ୍ରେ ନିଆଇ କଲାଇ ।
ଏବେ ମାପ୍ରୁର୍ ଆତେ ଡଣ୍ଡ୍ ପାଇସୁ । ତୁଇ କାଣା ଅଇଜାଇକରି ଚନେକର୍ପାଇ ବେଲର୍ ଉଜଲ୍ ଦେକି ନାପାରୁସ୍ ।” ସେଦାପ୍ରେ ଏଲିମାସର୍ ଆଁକି ଦୁଉଁରି ଆନ୍ଦାର୍ ଅଇଗାଲାପାରା ଲାଗ୍ଲା । ଆରି ତାକେ ଆତେ ଦାରି ଡାକିନେବାକେ ଗଟେକ୍ ଲକ୍କେ ଏନେତେନେ ଆଣ୍ଡାଲି ଅଇ କଜି ବୁଲ୍ଲା ।
ଆଗର୍ କାଲେ ଜେନ୍ତାରିକି, ଜୁନସ୍ ଆରି ଜମ୍ବିରିସ୍ ମସାର୍ ବିରୁଦେ ଉଟ୍ଲାଇ, ସେନ୍ତାରିସେ ଏ ସିକାଉମନ୍ ମିସା ସତ୍କେ ବିରଦ୍ କଲାଇନି । ସେମନର୍ ମନ୍ କରାପ୍ ଅଇଆଚେ । ଆରି ବିସ୍ବାସର୍ କାତା ଉଟ୍ଲେ ତାକର୍ଟା ଚୁଚାଇସେ ।