୨ୟ ତିମତି 4:17 - ସତିଅର୍ ବାଟ୍ ନୁଆ ନିୟମ୍ 202017 ସେ ବିଚାର୍ନା ଜାଗାଇ ଜେତ୍କି ଜିଉଦି ନ ଅଇଲା ଲକ୍ମନ୍ ରୁଣ୍ଡିରଇଲାଇ, ସେମନ୍କେ ସବୁକେ ଜିସୁକିରିସ୍ଟର୍ ସୁବ୍କବର୍ ଜେନ୍ତାରିକି ମୁଇ ପୁରାପୁରୁନ୍ ବାବେ ଜାନାଇପାର୍ବି, ସେଟାର୍ପାଇ ମାପ୍ରୁ ମର୍ସଙ୍ଗ୍ ରଇକରି ମକେ ବପୁଦେଲାଆଚେ । ସେ ବିଚାର୍ନାର୍ ସାରାସାରି ମକେ କାଇବାକେ ଆସିରଇବା ଗଟେକ୍ ସିଅଁର୍ ଟାନେଅନି ରକିଆ କଲାପାରା ମାପ୍ରୁ ରକିଆ କଲା । Faic an caibideil |
ମାତର୍ ସେ ଏନ୍ତାରି କଇଲା, “ତମ୍କେ ଜେତ୍କି ସବୁ ଲଡା ଆଚେ, ମର୍ ଜିବନ୍ ଦୁକାଇଲାଟା, ସେଟା ପୁରାପୁରୁନ୍ କର୍ବାକେ ଅଇସି । କାଇକେବଇଲେ ଜେଡେବେଲେ ତୁଇ ଦୁର୍ବଲ୍ ରଇସୁ, ସେବେଲେ ମର୍ ବପୁ ନିକକରି ଡିସ୍ସି ।” ତେବେ ମର୍ ଦୁର୍ବଲ୍ ବିସଇନେଇ ବଡ୍ପନ୍ ଅଇକରି କଇବାକେ ମକେ ବେସି ସାର୍ଦା ଲାଗ୍ସି । କାଇକେବଇଲେ ମୁଇ ଦୁର୍ବଲ୍ ରଇଲାବେଲେ କିରିସ୍ଟର୍ ବପୁ ମକେ ସାଇଜ କର୍ବାଟା ଜାନ୍ଲିନି ।