20 ଏରାସ୍ତ କରନ୍ତିଅ ନଅରେ ଆଚେ । ଆରି ତର୍ପିମସ୍କେ ଜର୍ ଅଇଲାକେ ମୁଇ ତାକେ ମିଲିତି ଚାଡିଦେଇ ଆସିଆଚି ।
ତାର୍ପଚେ ପାଉଲ୍ ଆତେନ୍ସ୍ ଚାଡି କରନ୍ତିଅ ଗାଲା ।
ପାର୍ତନା ଗରର୍ ମୁକିଅ କିରିସ୍ପସ୍ ଆରି ତାର୍ କୁଟୁମର୍ ସବୁ ଲକ୍ ମାପ୍ରୁର୍ତେଇ ବିସ୍ବାସ୍ କଲାଇ ଆରି କରନ୍ତିଅର୍ ଅଦିକ୍ ଅଦିକ୍ ଲକ୍ ପାଉଲର୍ ସିକିଆ ସୁନି ବିସ୍ବାସ୍ କଲାଇ ଆରି ପାନିତେଇବୁଡି ଡୁବନ୍ ନେଲାଇ ।
ସେଟାର୍ପାଇ ସେ ତାର୍ ଦୁଇଟା ସଙ୍ଗାରି, ତିମତି ଆରି ଏରାସ୍ତସ୍କେ ମାସିଦନିଆଇ ପାଟାଇଲା, ମାତର୍ ସେ ନିଜେ ଆସିଆ ଦେସେ ଆରି କେତେ ଦିନ୍ ରଇଲା ।
ତେଇଅନି ଆରି ଜିବାର୍ଦାରି ତାର୍ ଆର୍କର୍ ଦିନେ କିଅସ୍ ଲଗେ କେଟ୍ଲୁ । ତାର୍ ଆର୍କର୍ ଦିନେ ମିଲିଟସେ କେଟ୍ଲୁ । ଆରି ଗଟେକ୍ ଦିନ୍ ପଚେ ଆମସେ କେଟ୍ଲୁ । ତାର୍ ଆର୍କର୍ ଦିନେ ମିଲିଟସେ କେଟ୍ଲୁ ।
ପାଉଲ୍ ମିଲିଟସେଅନି ଏପିସି ମଣ୍ଡଲିର୍ ପାର୍ଚିନ୍ ମନ୍କେ ତାର୍ ସଙ୍ଗ୍ ମିସ୍ବାକେ ଡାକାଇଲା ।
ବେରିଆତେଇ ରଇବା ପୁରର୍ ପଅ ସପାତର୍, ତେସ୍ଲନିକିୟ ଆରିସ୍ତାକସ୍ ଆରି ସେକୁଦ୍, ଦର୍ବିର୍ ଗାୟ, ଏସିଆ ଦେସର୍ ତୁକିକ୍, ତର୍ପିମ୍ ଆରି ତିମତି ।
ସେମନ୍ ଗଡ୍ ବିତ୍ରେ ଏପିସସର୍ ତର୍ପିମ୍କେ ପାଉଲ୍ ସଙ୍ଗ୍ ଦେକି ରଇଲାର୍ ପାଇ ବାବ୍ଲାଇ ଜେ, ପାଉଲ୍ ତାକେ ମନ୍ଦିରେ ନେଲା ଆଚେ ବଲି ।
ଗାୟସ୍ ତମ୍କେ ଜୁଆର୍ ଜାନାଇଲାନି । ମୁଇ ତାର୍ ଗରେ ରଇଲିନି ଆରି ତାର୍ ଗରେ ରୁଣ୍ଡ୍ବା ଇତିର୍ ବିସ୍ବାସିମନ୍ ତମ୍କେ ଜୁଆର୍ ଜାନାଇଲାଇନି । ଏ ଗଡର୍ ଡାବୁ ଇସାବ୍କିତାବ୍ କରୁ ଏରାସ୍ଟ ଆରି ବାଇ କାର୍ତ ମିସା ତମ୍କେ ଜୁଆର୍ ଜାନାଇଲାନି ।