22 ପର୍ମେସର୍ ଜିବନ୍ ଦୁକାଇ ଦୟା କଲାଟା ତମର୍ ସଙ୍ଗ୍ ରଅ ।
ଆରି ମୁଇ ଜନ୍ ସବୁ ସିକିଆ ଦେଇଆଚି, ସେଟା ମାନା ବଲି ସିକାଆ । ଆରି ମନେ ରଅ, କାଲ୍ କାଲ୍ ଜୁଗ୍ ଜୁଗ୍ ମୁଇ ସବୁବେଲେ ତମର୍ ସଙ୍ଗ୍ ରଇବି ।”
ରମେ ରଇବା ସବୁ ଲକ୍କେ ଏ ଚିଟି ଲେକ୍ଲିନି । କାଇକେବଇଲେ ତମ୍କେ ପରମେସର୍ ଆଲାଦ୍ କଲାନି । ଆରି ତାର୍ ନିଜର୍ ଲକ୍ ଅଇବାକେ ଡାକି ଆଚେ । ଆମର୍ ବାବା ପରମେସର୍ ଆରି ମାପ୍ରୁ ଜିସୁକିରିସ୍ଟ ତମ୍କେ ଜିବନ୍ ଦୁକାଇ ସାନ୍ତି ଦେଅ ।
ଆରି ସାନ୍ତିଦେଉ ପରମେସର୍ ତମର୍ ଲାଗି ସଇତାନ୍କେ ପୁରାପୁରୁନ୍ କୁରୁପ୍ନାସ୍ କର୍ସି । ଆମର୍ ମାପ୍ରୁ ଜିସୁକିରିସ୍ଟର୍ ଜିବନ୍ଦୁକାଇଲାଟା ତମର୍ ସଙ୍ଗ୍ ସବୁବେଲେ ରଅ ।
ମାପ୍ରୁ ଜିସୁର୍ ଜିବନ୍ ଦୁକାନି ତମର୍ଟାନେ ରଅ ।
ଏ ବାଇବଇନିମନ୍ ! ଆମର୍ ମାପ୍ରୁ ଜିସୁକିରିସ୍ଟର୍ ଜିବନ୍ ଦୁକାନି ତମର୍ ସବୁ ଲକର୍ ଲଗେ ରଅ । ଆମେନ୍ !
ଆମର୍ ମାପ୍ରୁ ଜିସୁ କିରିସ୍ଟକେ ଜେତ୍କି ଲକ୍ ଆଲାଦ୍ କଲାଇନି, ସେମନ୍କେ ପର୍ମେସର୍ ତାର୍ ଜିବନ୍ ଦୁକାଇଲାଟା ଆରି ନ ସାର୍ବା ଆଲାଦ୍ ଦେଅ ।
ମାପ୍ରୁ ଜିସୁକିରିସ୍ଟ ତମ୍କେ ଜିବନ୍ ଦୁକାଇ ଦୟା କଲାଟା ତମର୍ ବିତ୍ରେ ରଅ ।
ମୁଇ ପାଉଲ୍ ଏଟା ନିଜେ ଲେକ୍ଲିନି, “ଜୁଆର୍ ! ମୁଇ ବନ୍ଦିଗରେ ଆଚିବଲି ଏତାଆ ।” ପର୍ମେସରର୍ ଜିବନ୍ ଦୁକାଇ ଦୟା ଦେକାଇଲାଟା ତମର୍ ସଙ୍ଗ୍ ରଅ ।
ଏ ବୁଲ୍ ସିକିଆ କେତେଲକ୍ ମାନିକରି କିରିସ୍ଟର୍ ବିସଇଟାନେ ରଇବା ସତ୍ ସିକିଆ ଚାଡିଦେଇଆଚତ୍ । ପର୍ମେସର୍ ଜିବନ୍ ଦୁକାଇ ଦୟା ଦେକାଇଲାଟା ତର୍ ସଙ୍ଗ୍ ସବୁବେଲେ ରଅ । ଆମେନ୍ !
ଆମର୍ ମାପ୍ରୁ ଜିସୁ କିରିସ୍ଟ ଜିବନ୍ ଦୁକାଇ ଦୟା ଦେକାଇଲାଟା ତମର୍ ସବୁର୍ ସଙ୍ଗ୍ ର ।
ତମର୍ ବିତ୍ରେ ଆଲାଦ୍ ଆଚେ ବଲି ଦେକାଇବାକେ ଆତେ ଦାରି ଜୁଆର୍ କରାକରିଉଆ । କିରିସ୍ଟର୍ତେଇ ଜେତ୍କି ଲକ୍ ମିସ୍ଲାଇଆଚତ୍ ସେମନ୍ ସବୁ ଲକ୍କେ ସାନ୍ତି ମିଲ ।
ମାପ୍ରୁ ଜିସୁ ଜିବନ୍ ଦୁକାଇଲାଟା ସବୁର୍ ଲଗେ ରଅ । ଆମେନ୍ !