୨ୟ ତିମତି 4:3 - ସତିଅର୍ ବାଟ୍ ନୁଆ ନିୟମ୍ 20203 ଗଟେକ୍ ବେଲା ଆଇସି, ଜେଡେବେଲେ ସତ୍ ସିକିଆ ସୁନ୍ବାକେ ଲକ୍ମନ୍ ମନ୍ ନ କରତ୍ । ତାର୍ ବାଦୁଲେ ସେମନ୍ ଜନ୍ କାରାପ୍ ବିସଇ କର୍ବାକେ ମନ୍ କର୍ବାଇ, ସେଟା କର୍ତେରଇବାଇ । ବିନ୍ ବିନ୍ଟା ସିକାଉମନ୍କେ ଡାକିକରି, ତାକର୍ ଟାନେ ଜନ୍ ସାର୍ଦାର୍ ବିସଇ ସୁନ୍ବାକେ ମନ୍ କର୍ବାଇ, ସେନ୍ତାରି ଲକ୍ମନ୍କେ ଡାକିଆନ୍ବାଇ । Faic an caibideil |
ବେବିଚାର୍ କାମ୍ କରି ପାପ୍ କର୍ବାଇ, ମୁନୁସ୍ମୁନୁସ୍ ବିତ୍ରେ ଆରି ମାଇଜିମାଇଜି ବିତ୍ରେ ବେବିଚାର୍ କାମ୍ କର୍ବା ଲକ୍ମନର୍ପାଇ, ଗତିଦାଙ୍ଗ୍ଡା ଇସାବେ ଲକ୍ମନ୍କେ ବିକ୍ବା ସାଉକାର୍ ମନର୍ପାଇ, ଜନ୍ ଲକ୍ ସତ୍ କଅତ୍ନାଇ, ସତ୍ସେ କଇବି ବଲି କାତା ଦେଇରଇକରି ମିଚ୍ କଇବା ଲକ୍ମନର୍ପାଇ ଆରି ପର୍ମେସରର୍ ବିସଇଟାନେ ରଇବା ସତ୍ ସିକିଆ ବିରୁଦେ ଜେତ୍କି ସବୁ କାତା ଉଟ୍ସି, ସେ ସବୁର୍ପାଇ ।