6 ଗଟେକ୍ ପୁଜାରି ଜେନ୍ତିକି ବେଦିଟାନେ ବଲି ଚଗାଇସି, ସେନ୍ତାରିସେ, ଏବେ ମର୍ ଜିବନ୍ ସର୍ପାଇ ଅଇବା ବେଲା କେଟିଆଚେ । ତାର୍ଲାଗି ଏ ସବୁ ଆଦେସ୍ ମୁଇ ତକେ ଦେଲିନି ।
ଏ ଦୁଇଟା ବିତ୍ରେ କାଇଟା କର୍ବି ବଲି ଜିକାଟାନା ଅଇଲିନି । ଏ ଜିବନ୍ ଚାଡି ସର୍ଗେ କିରିସ୍ଟର୍ ସଙ୍ଗ୍ ରଇବାକେ ମୁଇ ମନ୍ କଲିନି । କାଇକେବଇଲେ ସେଟା ଅଦିକ୍ ନିକ ।
ସୁବ୍କବର୍ ବିସ୍ବାସ୍ କଲାର୍ପାଇ, ତମେ ଜେନ୍ତାରି ଦୁକ୍ କସ୍ଟ ପାଇକରି ମୁରଚ୍ଲାସ୍ନି, ସେନ୍ତାରିସେ ମୁଇ ମିସା ସୁବ୍କବର୍ ଜାନାଇଲାର୍ ପାଇ ଦୁକ୍ କସ୍ଟ ପାଇକରି ମରିମିସା ଜିବି । ସେନ୍ତାରିଅଇଲେ ମିସା ମୁଇ ନିଜେ ସାର୍ଦା ଅଇ ତମର୍ସଙ୍ଗ୍ ସାର୍ଦା କର୍ବି ।