9 ତିମତି, ଜେତେକ୍ ଦାପ୍ରେ ତୁଇ ମର୍ଲଗେ ଆଇବାକେ ଚେସ୍ଟା କର୍ ।
ଜଦି ତମର୍ ବିରଦିସଙ୍ଗ୍ ବିଚାର୍କାରିଆର୍ଲଗେ ଗାଲାସ୍ନି, ମଜାବାଟେ ତାର୍ସଙ୍ଗ୍ ବୁଜାମାନା ଅଇବାକେ ଚେସ୍ଟା କରା । ନଇଲେ କେଡେବେଲେ ସେ ତମ୍କେ ବିଚାର୍କାରିଆର୍ ଟାନେ ଜିକିନେଇସି, ବିଚାର୍କାରିଆ ସନିଅମନର୍ ଆତେ ସର୍ପିଦେଇସି, ସନିଅମନ୍ ତମ୍କେ ବନ୍ଦି ଗରେ ନେଇ ପୁରାଇଦେବାଇ ।”
ଆମେ ଦୁଇ ଲକ୍ ବେଗଲ୍ଲାବେଲେ ତୁଇ ଦୁକ୍ ଅଇ ଆଁସୁ ଜରାଇଲୁସ୍, ସେଟା ମର୍ ମନେଆଚେ । ତେବର୍ପାଇ ତକେ ଦେକ୍ବି ବଲି ମୁଇ ବେସି ମନ୍ କଲିନି । ଜେନ୍ତାରି କି ମୁଇ ପୁରାପୁରୁନ୍ ସାର୍ଦା ଅଇବି ।
ତୁଇ ସିତ୍ଦିନ୍ ଅଇବା ଆଗ୍ତୁ ଆଇବାକେ ଚେସ୍ଟା କର୍ । ଇଉବୁଲ୍ ପୁଦେନ୍ସ୍, ଲିନ୍, କଲ୍ଦିଆ ଆରି ଇତିରଇବା ସବୁ ବିସ୍ବାସି ବାଇବଇନି ତକେ ଜୁଆର୍ ଜାନାଇଲାଇନି ।
ତକେ ସାଇଜ କର୍ବାକେ ମୁଇ ଆର୍ତେମସ୍କେ ନଇଲେ ତେକିକସ୍କେ ପାଟାଇବି । ଆକର୍ ବିତ୍ରେ କେ ଆଲେ ଆଇଲେ, ତୁଇ ତେଇଅନି ବାରଇ ନିକପଲି ନଅରେ ମକେ ବେଟ୍ ଅଇବାକେ ଆଉ । କାଇକେବଇଲେ ସିତ୍ମାସ୍ ସାର୍ବାଜାକ ତେଇ ରଇବାକେ ମୁଇ ମନ୍ କଲିନି ।