ଏପିସିୟ 1:3 - ସତିଅର୍ ବାଟ୍ ନୁଆ ନିୟମ୍ 20203 ଆମର୍ ମାପ୍ରୁ ଜିସୁ କିରିସ୍ଟର୍ ବାବା ପର୍ମେସର୍ ଦନିଅବାଦ୍ ପାଅ । କାଇକେ ବଇଲେ ସେ ଆମ୍କେ କିରିସ୍ଟର୍ ସଙ୍ଗ୍ ମିସାଇକରି ସର୍ଗେ ରଇବା ସବୁଜାକ ଆତ୍ମାଇଅନି ମିଲାଇବା ଆସିର୍ବାଦ୍ ଦେଇଆଚେ । Faic an caibideil |
ମାତର୍ ତାକର୍ ସେବା କର୍ବା ଜାଗା ସର୍ଗେ ରଇବା ସତ୍ ବିସଇ ଅବ୍କା ଗଟେକ୍ ଚାଇପାରା । ସମାନ୍ ସେନ୍ତାରିସେ ମସାର୍ ବେଲେ ଅଇଲା । ସେ ଜେଡେବଲ୍ ଗଟେକ୍ ତୁମ୍କୁଡିଆ ତିଆର୍ କର୍ବାକେ ଜାଇତେରଇଲା, ପରମେସର୍ ତାକେ ତିଆର୍ଲା, “ଜାଗ୍ରତ୍ ! ତୁଇ ସୁକଲ୍ ତୁମ୍କୁଡିଆଇ ଜେତ୍କି କର୍ସୁ ବଇଲେ, ମୁଇ ତକେ ସେଟା ପର୍ବତେ ଦେକାଇଲା ରକାମ୍ କର୍ବାର୍ ଆଚେ ।”