ଏପିସିୟ 1:4 - ସତିଅର୍ ବାଟ୍ ନୁଆ ନିୟମ୍ 20204 କିରିସ୍ଟର୍ ସଙ୍ଗ୍ ମିସିରଇକରି ଆମେ ଜେନ୍ତି ପର୍ମେସରର୍ ଅଇବୁ, ସେଟାର୍ପାଇ ସେ ଆମ୍କେ ଜଗତ୍ ତିଆର୍ ନ ଅଇବା ଆଗ୍ତୁ ବାଚି ରଇଲା । ଜେନ୍ତାରିକି ସୁକଲ୍ ଆରି କାଇ ଦସ୍ ନ ଅଇତେ ତାର୍ ମୁଆଟେ ଟିଆଅଇବୁ । Faic an caibideil |
ଏ ସବୁ ବିସଇ ତମ୍କେ ଆତ୍ମା ଇସାବେ ସାର୍ଦା କରାଇବାପାଇ ମୁଇ କଲିନି । ଜେନ୍ତାରିକି ତମେ ଗଟେକ୍ ମନ୍ ଅଇକରି ଆଲାଦ୍ କରାକରି ଅଇସା । ତମେ ପୁରାପୁରୁନ୍ ବୁଜ୍ବାବେଲେ ବେସି ଆସା ଆରି ସାର୍ଦା ଅଇରଇସା । ଜଦି ତମ୍କେ ଏ ଆସା ରଇଲେ, ପର୍ମେସର୍ ଜଜ୍ନା କଲାଟା ଜାନିପାରାସ୍ । ସେ ଆସା ପୁର୍ବେ ରଇଲା ଲକ୍ମନ୍କେ ଜାନାଇ ନ ରଇଲା । ସେଟା ନିଜେ କିରିସ୍ଟର୍ ବିସଇସେ ।
ଆଗ୍ତୁ ତରେକ୍ ସେ ପସୁ ବଁଚିରଇଲା । ମାତର୍ ଏବେ ଆରି ସେ ନ ବଁଚେ । ପାତାଲେଅନି ସେଟା ବାରଇ ଆଇସି । ତାକେ ଆରି ତରେକ୍ ସେ ଡଣ୍ଡ୍ ପାଇବା ଜାଗାଇ ନିଆଅଇସି । ଜଗତେରଇବା ଲକ୍ମନ୍, ସବୁ ତିଆର୍ ନ ଅଇବା ଆଗ୍ତୁ, ଜାର୍ ନାଉଁ ଜିବନ୍ରଇବା ବଇଟାନେ ଲେକାଅତ୍ନାଇ, ସେମନ୍ ସେ ପସୁକେ ଦେକି କାବାଅଇଜିବାଇ । କାଇକେବଇଲେ ସେ ଆଗ୍ତୁ ବଁଚିରଇଲା, ଏବେ ଆରି ସେଟା ବଁଚିରଏନାଇ । ମାତର୍ ସେଟା ଆରିତରେକ୍ ଆଇସି ।