ଏପିସିୟ 1:6 - ସତିଅର୍ ବାଟ୍ ନୁଆ ନିୟମ୍ 20206 ଜେନ୍ତାରିକି ତାର୍ ବଡ୍ ଜିବନ୍ ଦୁକାନିର୍ ଲାଗି ଆମେ ତାକେ ଡାକ୍ପୁଟା କରୁ । ତାର୍ ଆଲାଦର୍ ପଅ କରି ରଇଲା କାମର୍ ଲାଗି, ଇନାମେ ତାର୍ ଜିବନ୍ ଦୁକାଇଲାଟା ସେ ଆମ୍କେ ଦେଲା ଆଚେ । Faic an caibideil |
ଜନ୍ ଲକ୍ମନ୍ କବର୍ ଜାନାଇଲାଇନି, ଆମେ ପର୍ମେସରର୍ କବର୍ ଜାନାଇଲୁନି, ବଲି ଜାଗ୍ରତ୍ ରଇବାର୍ ଆଚେ । ଜନ୍ ଲକ୍ମନ୍ ତାକର୍ ବାଇବଇନିମନ୍କେ ସେବା କଲାଇନି, ଆମେ ପର୍ମେସର୍ ବପୁ ଦେଲାକେସେ, ସେବାକଲୁନି ବଲି ଏତାଅତ୍ । ତମେ କରିରଇବା ସବୁ କାମେ ଜିସୁକିରିସ୍ଟର୍ଟାନେଅନି ପର୍ମେସର୍ ଡାକ୍ପୁଟା ପାଅ । ସେ ଆକା କାଲ୍ କାଲ୍ ଜୁଗ୍ ଜୁଗ୍ ମଇମା ଆରି ବପୁ ପାଇସି । ଆମେନ୍ !