ଏପିସିୟ 3:3 - ସତିଅର୍ ବାଟ୍ ନୁଆ ନିୟମ୍ 20203 ପର୍ମେସର୍ ସେ ଜାନାଇ ନରଇଲା ବିସଇ ମକେ ଜାନାଇ ଆଚେ । ଏ ବିସଇ ମୁଇ ଆଗ୍ତୁ ତମ୍କେ ଅଲପ୍ ଲେକି ରଇଲି । Faic an caibideil |
ଏ ବାଇବଇନିମନ୍, ଏ ବିସଇଟାନେ ଗଟେକ୍ ଲୁଚିରଇଲା ସତ୍ ତମେ ବୁଜା ବଲି ମୁଇ ମନ୍ କଲିନି । ଆମେ ଜିଉଦିମନର୍ ଟାନେଅନି ବଡ୍ ଆଚୁ ବଲି ତମେ ବଡ୍ପନ୍ ନ ଅଇବାକେ, ଏଟା ତମ୍କେ ବୁଜାଇଲିନି । ଜିଉଦିମନର୍ କାତା ନ ମାନ୍ବାଟା, ବେସିଦିନ୍ ଜାକ ନ ରଏ । ମାତର୍ ଜେତ୍କି ଜିଉଦି ନ ଅଇଲା ଲକ୍ମନ୍କେ ପର୍ମେସର୍ ବାଚ୍ଲାଆଚେ, ସେମନ୍ ବିସ୍ବାସ୍ କର୍ବାଜାକ ସେଟା ରଇସି ।
ଏ ସବୁ ବିସଇ ତମ୍କେ ଆତ୍ମା ଇସାବେ ସାର୍ଦା କରାଇବାପାଇ ମୁଇ କଲିନି । ଜେନ୍ତାରିକି ତମେ ଗଟେକ୍ ମନ୍ ଅଇକରି ଆଲାଦ୍ କରାକରି ଅଇସା । ତମେ ପୁରାପୁରୁନ୍ ବୁଜ୍ବାବେଲେ ବେସି ଆସା ଆରି ସାର୍ଦା ଅଇରଇସା । ଜଦି ତମ୍କେ ଏ ଆସା ରଇଲେ, ପର୍ମେସର୍ ଜଜ୍ନା କଲାଟା ଜାନିପାରାସ୍ । ସେ ଆସା ପୁର୍ବେ ରଇଲା ଲକ୍ମନ୍କେ ଜାନାଇ ନ ରଇଲା । ସେଟା ନିଜେ କିରିସ୍ଟର୍ ବିସଇସେ ।