4 ଆମେ ସବୁ ବିସ୍ବାସି ବାଇବଇନିମନ୍ ଗଟେକ୍ ଗାଗଡ୍ ପାରା ଆରି ସବୁଲକ୍ ସମାନ୍ ଆତ୍ମା ମିଲାଇଆଚୁ । ସେନ୍ତାରିସେ ସମାନ୍ ଆସିର୍ବାଦ୍ ମିଲାଇବାକେ ସେ ଆମ୍କେ ଡାକ୍ଲାଆଚେ ।
ତେବେ ତମେ ଦେସ୍ମନ୍କେ ରଇବା ସବୁ ବାସାର୍ ଲକ୍ମନର୍ ଲଗେ ଜାଇ, ସେମନ୍କେ ମର୍ ସିସ୍ କରାଆ । ବାବା, ପଅ ଆରି ସୁକଲ୍ ଆତ୍ମାର୍ ନାଉଁଦାରି ସେମନ୍କେ ଡୁବନ୍ ଦିଆସ୍ ।
ନାଇ, ମନେ ଏତାଇଦେକା, ଆମେ ଜେନ୍ତି ବିସ୍ବାସ୍ କରି ମାପ୍ରୁ ଜିସୁ ଜିବନ୍ଦୁକାଇଲାକେ ମୁକ୍ତି ପାଇଆଚୁ, ସେମନ୍ ମିସା ସେନ୍ତାରିସେ ।”
କାଇକେବଇଲେ ପର୍ମେସର୍ ଜନ୍ ଲକ୍ମନ୍କେ ବାଚିକରି ଆସିର୍ବାଦ୍ କର୍ସି, ସେ ଦାନ୍ ଦେବାକେ ଜାଗର୍ତା ରଇସି ।
କାଇକେବଇଲେ ରୁଟି ଗଟେକ୍ ଅଇଲେ ମିସା ଆମେ ବୁତେକ୍ ଲକ୍ ଆଚୁ । ସେ ଗଟେକ୍ ରୁଟି ଆମେ ମିସିକରି କାଇବାବେଲେ ଗଟେକ୍ ଗାଗଡ୍ ଅଇଗାଲୁନି ।
ମାତର୍ ସତ୍ ବିସଇ ଅଇଲାନି ବେସି ବାଗ୍ ରଇଲେ ମିସା ଗାଗଡ୍ ଗଟେକ୍ସେ ।
କାଇକେବଇଲେ, ଜଦି କେ ମିସା ତମର୍ ଲଗେ ଆସି କରି ଆମେ ତମ୍କେ ଜାନାଇରଇବା ଜିସୁର୍ ବିସଇକେ ଚାଡି, ବିନ୍ ସିକିଆ ଦେଲେ ତମେ ସାର୍ଦା ଅଇସା । ସୁକଲ୍ ଆତ୍ମାକେ ନ ପାଇକରି ବିନ୍ ଆତ୍ମାକେ ପାଇଲାସ୍ନି । ଆରି ସେମନ୍ ଜନ୍ ସୁବ୍କବର୍ ଜାନାଇଲାଇନି, ସେଟା ଆମେ ଜାନାଇବା ସୁବ୍କବର୍ ନଏଁ ।
ମୁଇ ପାର୍ତନା କଲିନି, ଜେନ୍ତାରିକି ତାର୍ ଉଜଲ୍ ଦେକ୍ବାକେ ତମର୍ ଆତ୍ମାର୍ ଆଁକି ଡିସ । ଜେନ୍ତିକି ଜନ୍ ଆସା ନେଇକରି ତମେ ତାର୍ ଲଗେ ଆସି ଆଚାସ୍, ସେଟା ଜାନିପାରାସ୍ ।
ସେ କୁର୍ସେ ମଲାର୍ପାଇ ବଲି ତାକର୍ ତାକର୍ ବିତ୍ରେ ସତ୍ରୁ ଅଇ ରଇବାଟା, ଲିବାଇଦେଇଆଚେ । କୁରୁସର୍ ଲାଗି ସେ ଦୁଇଟାଜାକ ମିସାଇକରି ଗଟେକ୍ ଗାଗଡ୍ ପାରା କଲାଆଚେ । ଆରି ସେମନ୍କେ ପର୍ମେସରର୍ ଲଗେ ବାଉଡାଇ ଆନ୍ଲାଆଚେ ।
କିରିସ୍ଟର୍ ଲାଗିସେ ଜିଉଦି ଆରି ଜିଉଦି ନଇଲା ସବୁଲକ୍ ଗଟେକ୍ ଆତ୍ମାଇ, ବାବାର୍ ମୁଆଟେ ଆସି ପାର୍ଲୁ ।
କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ ପାଇ, ଗଟେକ୍ ଗର୍ ପାରା ତମେ ସବୁକେ ମିସିକରି ତିଆର୍ କଲାନି । ଜେନ୍ତାରିକି ତମେ ପର୍ମେସର୍ ତାର୍ ଆତ୍ମାଇ ରଇବା ଗଟେକ୍ ବାସା ଅଇବା ଗର୍ ପାରା ଅଇସା ।
ଏ ସବୁର୍ଲାଗି ମାପ୍ରୁର୍ ସେବାକାରିଆ ମୁଇ ବନ୍ଦିଗରେ ଆଚି । ମାପ୍ରୁ ତମ୍କେ କେନ୍ତାରି ଚଲାଚଲ୍ତି କର୍ବାକେ ଡାକ୍ଲାଆଚେ, ସେନ୍ତାରିସେ କରାବଲି ମୁଇ ତମ୍କେ ବାବୁଜିଆ କଲିନି ।
କାଇକେବଇଲେ ଆମେ ସବୁ ତାର୍ ଗାଗଡର୍ ବାଗ୍ ଅଇଆଚୁ ।
ତମେ ପର୍ତୁମ୍ ସୁବ୍ କବରର୍ ବିସଇ ସୁନ୍ଲାବେଲେ, ସୁବ୍କବରେ ରଇବା ଆସାକର୍ବା ବିସଇ ଜାନିରଇଲାସ୍ । ତେବର୍ପାଇ ତମେ ବିସ୍ବାସ୍ କରି ପର୍ମେସରର୍ ଲକ୍ମନ୍କେ ଆଲାଦ୍ କର୍ତେ ରଇଲାସ୍ । ତମର୍ପାଇ ସର୍ଗେ ତିଆର୍ ଅଇରଇବା ପୁରୁସ୍କାର୍ ଆସାକରି ଏନ୍ତାରି କଲାସ୍ ।
ତମେ ସବୁଲକ୍ ଗଟେକ୍ ଗାଗ୍ଡେ ରଇବା ବିନ୍ ବିନ୍ଟା ଅଇଲାର୍ ପାଇ, କର୍ବା ସବୁ କାମେ କିରିସ୍ଟ ତମ୍କେ ବାଟ୍ ଦେକାଅ । ସେ ତମ୍କେ ସାନ୍ତି ଦେଲା ଆଚେ । ତମେ ସାନ୍ତି ସଙ୍ଗ୍ ରଇବାକେ ସେ ତମ୍କେ ବାଚ୍ଲାଆଚେ । ଆରି ପର୍ମେସର୍କେ ଦନିଅବାଦ୍ ଦେଇତେରୁଆ ।
ନିଜେ ଆମର୍ ମାପ୍ରୁ ଜିସୁ କିରିସ୍ଟ, ଆରି ଜନ୍ ଆମର୍ ବାବା ପର୍ମେସର୍ ଆମ୍କେ ଆଲାଦ୍ କଲା, ସେ ଆକା ଆମ୍କେ ଜିବନ୍ ଦୁକାଇକରି କେବେ ନ ସାର୍ବା ବପୁ ଆରି ଆସା ଦେଇଆଚେ ।
ମୁଇ ପାଉଲ୍ ଜିସୁକିରିସ୍ଟର୍ ଗଟେକ୍ ପେରିତ୍, ଏ ଚିଟି ଲେକ୍ଲିନି । ଆମର୍ ମୁକ୍ତିକାରିଆ ପର୍ମେସର୍ ଆରି ଆମେ ଆସା କରିରଇବା କିରିସ୍ଟ ଜିସୁର୍ ଆଦେସ୍ ଇସାବେ ବାଚିଅଇଆଚି ।
ଏନ୍ତାରିଅଇ ସେମନ୍ କାଲ୍କାଲ୍ ଜୁଗ୍ଜୁଗ୍ ପର୍ମେସରର୍ ସଙ୍ଗ୍ ବଁଚ୍ବାକେ ଆସା କର୍ବାଇ । କାଇକେବଇଲେ କାଇଟା ତିଆର୍ ନ ଅଇତେ କାଲ୍କାଲ୍ ଜୁଗ୍ଜୁଗ୍ ତାର୍ ଲକ୍ ତାର୍ ସଙ୍ଗ୍ ବଁଚ୍ବାଇ ବଲି ପର୍ମେସର୍ କାତା ଦେଇରଇଲା । ଏଟା ପୁରାପୁରୁନ୍ ସତ୍ ବଲି ଆମେ ଜାନ୍ଲୁନି । କାଇକେବଇଲେ ସେ କେବେ ମିଚ୍ ନ କଏ ।
ଜନ୍ ବଡ୍ ଦିନ୍ ଆଇବାକେ ଆମେ ଜାଗିଆଚୁ, ସେତ୍କି ଦିନ୍ ଜାକ ଏନ୍ତାରିସେ ଚଲାଚଲ୍ତି କରୁ । ସେ ଦିନେ ଜିସୁକିରିସ୍ଟ ଜେକି ଆମର୍ ପର୍ମେସର୍ ଆରି ମୁକ୍ତିକାରିଆ, ତାର୍ ସବୁ ଡାକ୍ପୁଟା ସଙ୍ଗ୍ ଏ ଜଗତେ ବାଉଡିଆଇସି ।
ପର୍ମେସର୍ ଆମ୍କେ ତାର୍ ପିଲାଟକି କର୍ବାକେ ଏନ୍ତାରି କଲା ଆଚେ । ତାର୍ସଙ୍ଗ୍ କାଲ୍କାଲ୍ ଜୁଗ୍ଜୁଗ୍ ବଁଚ୍ବାକେ ଆମେ ଆସା କର୍ବାର୍ ଅଇସି । ଆମର୍ପାଇ ରଇବା ତାର୍ ବଡ୍ ଦୟାର୍ଲାଗି, ତାର୍ ମୁଆଟେ ଦସି ଇସାବେ ନ ଦେକେ । ପର୍ମେସର୍ ଆମ୍କେ କାଇ ଦସ୍ ନ କଲା ଲକ୍ବଲି ଜାନାଇଆଚେ ।
ଜିସୁକିରିସ୍ଟର୍ ଲାଗି ତମେ ଏବେ ପର୍ମେସର୍କେ ବିସ୍ବାସ୍ କଲାସ୍ନି । ସେ ଆକା କିରିସ୍ଟକେ ମରନେଅନି ଉଟାଇକରି ଡାକ୍ପୁଟା କଲା ଆଚେ । ତେବର୍ପାଇ ତମର୍ ବିସ୍ବାସ୍ ଆରି ଆସା ଏବେ ପର୍ମେସର୍ଟାନେ ଆଚେ ।
ଜେତ୍କି ଲକ୍ କିରିସ୍ଟର୍ ପାରା ଅଇବୁ ବଲି ଆସା କଲାସ୍ନି, ନିଜେ ପାପ୍ କାମ୍ ଚାଡି ସୁକଲ୍ ରଇବାର୍ ଆଚେ । ଜେନ୍ତାରିକି କିରିସ୍ଟ କେବେ ପାପ୍ ନ କରେ ।