ପିଲିପିୟ 1:13 - ସତିଅର୍ ବାଟ୍ ନୁଆ ନିୟମ୍ 202013 ଜେନ୍ତିକି, ସମ୍ରାଟର୍ ମେଡେ ଜେତ୍କି ସଇନ ଜାଗିଆଚତ୍, ସେମନ୍ ସବୁ ମୁଇ କିରିସ୍ଟକେ ସେବା କଲାର୍ ପାଇ ବନ୍ଦିଗରେ ଆଚିବଲି ଜାନ୍ଲାଇ । Faic an caibideil |
ତିନ୍ ଦିନ୍ ପଚେ ପାଉଲ୍ ସେ ଜାଗାର୍ ଜିଉଦି ନେତାମନ୍କେ ଗଟେକ୍ ସବା କର୍ବାକେ କବର୍ ପାଟାଇଲା । ସେମନ୍ ଆସି ରୁଣ୍ଡ୍ଲାଇକେ ପାଉଲ୍ ସେମନ୍କେ କଇଲା, “ଏ ଇସ୍ରାଏଲର୍ ବାଇମନ୍, ମୁଇ ଆମର୍ ଲକ୍ମନର୍ ବିରୁଦେ କି ଆମର୍ ଆନିଦାଦିମନର୍ ଟାନେଅନି ସିକିରଇବା ରିତିନିତି ବିରୁଦେ କିଚି କରିନାଇ, ଏଲେ ମିସା ଜିରୁସାଲାମର୍ ଜିଉଦିମନ୍ ମକେ ଦାରି ବନ୍ଦିଗରେ ପୁରାଇ ରମିଅମନ୍କେ ସର୍ପିଦେଲାଇ ।