14 ମୁଇ ବନ୍ଦିଗରେ ରଇଲାର୍ପାଇ, ଇତି ରଇବା କେତେକ୍ କେତେକ୍ ବିସ୍ବାସି ବାଇବଇନିମନ୍କେ ମାପ୍ରୁ ବପୁ ଦେଲାଆଚେ । ପର୍ମେସରର୍ ବାକିଅ ନ ଡର୍ତେ ଜାନାଇବାକେ ସେମନ୍କେ ଏବେ ସାଆସ୍ ଆଚେ ।
ଜନ୍ ଲକର୍ ଆତ୍ ସୁକି ଜାଇରଇଲା, ତାକେ ଜିସୁ କଇଲା, “ଆଉ ମଜାଇ ଟିଆ ଅ ।”
ଆରି ଜେନ୍ତାରିକି ସତ୍ରୁର୍ ଆତେଅନି ଉଦାର୍ ପାଇ ଆଚୁ ।
ଆମ୍କେ ଏ ଆସା ରଇଲାକେ, ଆମେ ବେସି ସାଆସ୍ ସଙ୍ଗ୍ ଆଚୁ ।
ତମର୍ ଲଗେ ମର୍ ବିସ୍ବାସ୍ ଆଚେ । ଆରି ମୁଇ ତମର୍ ବିସଇନେଇ ବଡ୍ପନ୍ ଅଇଲିନି । ଆମେ ବେସି ଦୁକ୍ କସ୍ଟ ଆଇଲେ ମିସା ସାଆସ୍ ଦାରି ଆଚୁ । ମର୍ ମନ୍ବିତ୍ରେ ସାର୍ଦା ଅଦିକ୍ ଅଦିକ୍ ଅଇକରି ଉଚ୍ଲି ଗାଲାନି ।
ସେଟାର୍ ପାଇ ମୁଇ ତମ୍କେ ବାବୁଜିଆ କରି କଇଲିନି, “ତମର୍ ପାଇ ବଲି ଅଇବା ମର୍ ଦୁକ୍ କସ୍ଟର୍ ପାଇ ମନ୍ଦୁକ୍ କରାନାଇ, ଏ ସବୁ ତମର୍ ବଲ୍ ପାଇ ଅଇଆଚେ ।”
ମୁଇ ଦିଆନ୍ ଦେଇ ଆରି ଆସା କରି ଜାଗ୍ଲିନି । ମୁଇ ଜିବନ୍ ରଇଲେ କି ମର୍ବାକେ ଅଇଲେ ମିସା ମର୍ କାମ୍ଟାନେ ଏଲା ନ କରି । ମାତର୍ ଅଦିକାର୍ ସଙ୍ଗ୍ ରଇବା ଲକ୍ମନର୍ ମୁଆଟେ କାତା ଅଇବାକେ ମକେ ଅଦିକ୍ ସାଆସ୍ ଆଇସି । ଏନ୍ତାରିକରି ମୁଇ ଜେତ୍କି କାମ୍ କଲିନି, କିରିସ୍ଟକେ ଡାକ୍ପୁଟା କରାଇବି ।
ତମେ ସବୁବେଲେ ମର୍ ମନ୍ ବିତ୍ରେ ଆଚାସ୍ । ତେବର୍ପାଇ ତମର୍ ବିସଇନେଇ କରି ଏନ୍ତାରି ବାବ୍ବାଟା ଟିକ୍ ସେ । ମୁଇ ବନ୍ଦି ନ ଅଇକରି ରଇଲାବେଲେ କି ଏବେ ବନ୍ଦି ରଇକରି ସୁବ୍କବର୍ ବିରୁଦେ ଦଦାପେଲା ଉଟ୍ଲାବେଲେ, ଏଟା ସତ୍ ଆକା ବଲି ଡାଟ୍ସଙ୍ଗ୍ ଦେକାଇବାଟାନେ ମିସା, ତମେ ସବୁ ମିସ୍ବାକେ ପର୍ମେସର୍ ବେଲା ଟିକ୍ କରି ଦେଲାଆଚେ ।
ତେବର୍ ପାଇ ଏ ମର୍ ବିସ୍ବାସି ବାଇବଇନିମନ୍, ମୁଇ ତମ୍କେ ଆଲାଦ୍ କରି ଦେକ୍ବାକେ ମନ୍ କଲିନି, ତମେ ମକେ ବେସି ସାର୍ଦା କରାଇଲାସ୍ନି ଆରି ତମେ ଆକା ମର୍ ପୁରୁସ୍କାର୍ । ମର୍ ମଇତର୍ମନ୍, ମୁଇ ତମ୍କେ ଜେତ୍କି ବିସଇ କଇଆଚି, ସେନ୍ତାରିସେ ମାପ୍ରୁର୍ଟାନେ ବିସ୍ବାସେ ଡାଟ୍ ରୁଆ ।
ଜେନ୍ତିକି ମୁଇ ଜେତ୍କି ଲକ୍କେ ଏ ସୁବ୍କବର୍ ନିକସଙ୍ଗ୍ ଜାନାଇବି, ସେଟାର୍ପାଇ ପାର୍ତନା କରା ।
ତୁକିକ କଲସିଅ ଆଇଲାବେଲେ ମକେ କାଇକାଇଟା ଗଟ୍ଲାନି ବଲି ତମ୍କେ କଇଦେଇସି । ସେ, ମୁଇ ବେସି ଆଲାଦ୍ କର୍ବା ଗଟେକ୍ ବିସ୍ବାସି ବାଇ । ସେ ବିସ୍ବାସ୍ ସଙ୍ଗ୍ କାମ୍ କର୍ସି ଆରି ମର୍ ସଙ୍ଗ୍ ମାପ୍ରୁକେ ସେବା କର୍ସି ।
ତମର୍ଟାନେ ଆଇବା ଆଗ୍ତୁ ପିଲିପେ ଆମ୍କେ କେନ୍ତି ଦୁକ୍ ନିନ୍ଦା ଅଇରଇଲା, ସେଟା ତମେ ଜାନାସ୍ । ବେସି ଲକ୍ ଆମ୍କେ ବିରଦ୍ କଲେ ମିସା ସୁବ୍କବର୍ ତମ୍କେ ଜାନାଇବାକେ ପର୍ମେସର୍ ସାଆସ୍ ଦେଇରଇଲା ।
ସେ ସୁବ୍କବରର୍ ଲାଗି ମୁଇ ଦୁକ୍ କସ୍ଟ ଅଇ ଆଇଲିନି ଆରି ଗଟେକ୍ ଦସ୍ କଲା ଲକର୍ପାରା ବନ୍ଦିଗରେ ଆଚି । ମାତର୍ ପର୍ମେସରର୍ ବାକିଅ ବାନ୍ଦାଇଅଇ ରଏନାଇ ।