ପିଲିପିୟ 1:15 - ସତିଅର୍ ବାଟ୍ ନୁଆ ନିୟମ୍ 202015 ଅଇଲେ ମିସା ସେମନର୍ ବିତ୍ରେ ଅନି କେତେଲକ୍ ମକେ ଆଁକାର୍ କଲାର୍ପାଇ କିରିସ୍ଟର୍ ବିସଇ ଜାନାଇବାକେ ମନ୍ କଲାଇନି । ସେମନ୍ ମର୍ଟାନେଅନି ବଡ୍ ବଲି ଦେକାଇଅଇବାକେ ଏନ୍ତି କଲାଇନି । ମାତର୍ ଆରି କେତେକ୍ ଲକ୍ ଏଟା ସତ୍ ବଲି ମନେବାବିକରି କଲାଇନି । Faic an caibideil |
ମୁଇ ବେସି ଚିନ୍ତାଇ ଆଚି, ମୁଇ ତମର୍ ଟାନେ ଆଇଲାବେଲେ, ମନ୍ ନ କର୍ବା ଚଲାଚଲ୍ତି ତମର୍ ବିତ୍ରେ ଦେକ୍ବି ମିସା । ସେନ୍ତାରି ଅଇଲେ, ମୁଇ ତମ୍କେ ଦମ୍କାଇବାକେ ପଡ୍ସି ଆରି ସେଟା ତମେ ମନ୍ ନ କରାସ୍ । ତେଇ କେତେଟା ଜୁଜିଆଲ୍ମନ୍, ଇଁସ୍ଲିଆମନ୍, ଦାପ୍ରେ ରିସା ଅଉମନ୍, ନିଜର୍ ବିସଇ ଦେକାଇ ଅଉମନ୍, ତାର୍ ବାଇମନ୍କେ ନିନ୍ଦା କରୁମନ୍, ତିପ୍ଲିଆମନ୍, ବଡ୍ପନିଆମନ୍, ଆରି ବିସ୍ବାସିମନ୍ ଗଟେକ୍ ମନ୍ ନ ଅଇଲାଟା ଦେକ୍ବି ।
ଏଲେମିସା କେତେକ୍ ଲକ୍ ତାକେ ସୁନତ୍ କର୍ବାକେ ମନ୍ କର୍ତେ ରଇଲାଇ । ସେମନ୍ ବିସ୍ବାସି ବାଇ ବଲି ନାଡାଇକରି କୁଟିଆଲ୍ ଇସାବେ ଦଲେ ମିସିରଇଲାଇ । କିରିସ୍ଟ ଜିସୁର୍ ସଙ୍ଗ୍ ମିସିରଇଲାର୍ ଲାଗି ଆମେ ଜନ୍ ମୁକ୍ଲିରଇବା ଦିନ୍ ପାଇଲୁଆଚୁ, ସେ ବିସଇ କଜି ମିଲାଇବାକେ ସେମନ୍ ମନ୍ କର୍ତେ ରଇଲା । ଆମ୍କେ ଆରିତରେକ୍ ମସାର୍ ନିୟମର୍ ଦାଙ୍ଗ୍ଡା କର୍ବାକେ ମିସା ମନ୍ କର୍ତେରଇଲାଇ ।
ଆମର୍ ବିସ୍ବାସ୍ଟାନେ କେ ନାଜାନ୍ଲା ପାରା ବିସଇ ଲୁଚିକରି ଆଚେ । ସେନ୍ତାରି ନଏଁ ବଲି କେ କଇନାପାରତ୍ । “ ଜିସୁକିରିସ୍ଟ ନର୍ ରୁପ୍ ଦାରି ଆଇଲା । ସେ ନିଜେ ପର୍ମେସରର୍ ପଅ ବଲି ସୁକଲ୍ ଆତ୍ମା କାତାଦେଲା ଆଚେ । ଦୁତ୍ମନ୍ ତାକେ ଦେକ୍ଲାଇ । ତାର୍ ବିସଇର୍ ସତ୍ କବର୍ ଗୁଲାଇ ରାଇଜେ ଜାନାଇଲାଇ । ସବୁ ଜାଗାର୍ କେତେକ୍ କେତକ୍ ଲକ୍ମନ୍ ତାକେ ବିସ୍ବାସ୍ କଲାଇ । ପର୍ମେସର୍ ତାକେ ସର୍ଗେ ନେଲା ।”