ପିଲିପିୟ 1:19 - ସତିଅର୍ ବାଟ୍ ନୁଆ ନିୟମ୍ 202019 ଆରି ମୁଇ ସାର୍ଦା ଅଇତେରଇବି । କାଇକେବଇଲେ ତମେ ମର୍ପାଇ ପାର୍ତନା କଲାସ୍ନି ବଲି ମୁଇ ଜାନି । ଆରି ଜିସୁକିରିସ୍ଟର୍ ସୁକଲ୍ ଆତ୍ମାର୍ ସାଇଜର୍ଲାଗି ପର୍ମେସର୍ ମକେ ମୁକ୍ଲାଇସି । Faic an caibideil |
ସେଟାର୍ପାଇ ମୁଇ ତିମତିକେ ତମର୍ ଲଗେ ପାଟାଇ ଆଚି । ମୁଇ ତାକେ ଆଲାଦ୍ କଲିନି । ସେ ମର୍ ନିଜର୍ ପିଲା ପାରା ଆରି ମାପ୍ରୁର୍ ସେବାକାମେ ସବୁ ନିକସଙ୍ଗ୍ କର୍ସି । ଜେଡ୍କିବେଲେ ସେ ତମର୍ଟାନେ ଆଇସି, କିରିସ୍ଟର୍ତେଇ ମିସ୍ଲାର୍ ପାଇ ବଲି ମୁଇ କେନ୍ତି ଚଲାଚଲ୍ତି କଲିନି, ସେ ବିସଇନେଇ ସେ ତମ୍କେ କଇସି । ସେ ସମାନ୍ ବିସଇ, ସବୁ ମଣ୍ଡଲିର୍ ବିସ୍ବାସିମନ୍କେ ମୁଇ ସିକାଇଲିନି ।