ପିଲିପିୟ 1:20 - ସତିଅର୍ ବାଟ୍ ନୁଆ ନିୟମ୍ 202020 ମୁଇ ଦିଆନ୍ ଦେଇ ଆରି ଆସା କରି ଜାଗ୍ଲିନି । ମୁଇ ଜିବନ୍ ରଇଲେ କି ମର୍ବାକେ ଅଇଲେ ମିସା ମର୍ କାମ୍ଟାନେ ଏଲା ନ କରି । ମାତର୍ ଅଦିକାର୍ ସଙ୍ଗ୍ ରଇବା ଲକ୍ମନର୍ ମୁଆଟେ କାତା ଅଇବାକେ ମକେ ଅଦିକ୍ ସାଆସ୍ ଆଇସି । ଏନ୍ତାରିକରି ମୁଇ ଜେତ୍କି କାମ୍ କଲିନି, କିରିସ୍ଟକେ ଡାକ୍ପୁଟା କରାଇବି । Faic an caibideil |
ସେଟାର୍ ପାଇ ଏ ବାଇବଇନିମନ୍, ଆମର୍ ଉପ୍ରେ ପରମେସରର୍ ବଡ୍ ଜିବନ୍ଦୁକାନିର୍ ଲାଗି, ତମ୍କେ ମୁଇ ବାବୁଜିଆ କଲିନି, ପରମେସରର୍ ଲଗେ ଗଟେକ୍ ବଲି ଇସାବେ ନିଜର୍ ଜିବନ୍ ସର୍ପିଦିଆସ୍ । ଏନ୍ତାରି ବଲି ଅଇବାଟା ମର୍ବାକେ ନଏଁ, ମାତର୍ ତାର୍ ସେବାକର୍ବାକେ ନିଜେ ସର୍ପି ଅଇବାଟା । ସେନ୍ତି ଅଇଲେ ପର୍ମେସର୍ ସାର୍ଦା ଅଇସି । ପର୍ମେସର୍କେ ଏ ରକାମ୍ ଉପାସନା କର୍ବାର୍ ଆଚେ ।
ସେନ୍ତିସେ ତାର୍ ମନ୍ ଦୁଇବାଟେ ଜିକ୍ଟାନ୍ ଅଇଲାନି । ବିବା ନ ଅଇଲା ମାଇଜି କି ଦାଙ୍ଗ୍ଡି ମାପ୍ରୁର୍ କାମର୍ ବିସଇ ଚିନ୍ତା କର୍ସି । କାଇକେବଇଲେ ସେ ତାର୍ ଗାଗଡ୍ ଆରି ଆତ୍ମା ପର୍ମେସର୍କେ ସର୍ପି ଦେବାକେ ମନ୍ କର୍ସି । ମାତର୍ ବିବା ଅଇଲା ମାଇଜି ଏ ଜଗତର୍ ସବୁଦିନର୍ ବିସଇ ଚିନ୍ତା କର୍ସି । କାଇକେ ବଇଲେ ତାର୍ ମୁନୁସ୍କେ ସାର୍ଦା କର୍ବାକେ ସେ ବାବ୍ତେ ରଇସି ।