ପିଲିପିୟ 1:29 - ସତିଅର୍ ବାଟ୍ ନୁଆ ନିୟମ୍ 202029 କାଇକେବଇଲେ ପର୍ମେସର୍ ତମ୍କେ କିରିସ୍ଟକେ ଅବ୍କା ବିସ୍ବାସ୍ କର୍ବା ଦାନ୍ ଦେଏନାଇ, ମାତର୍ ତାର୍ପାଇ ଦୁକ୍ କସ୍ଟ ପାଇକରି ରଇବା ଦାନ୍ ମିସା ଦେଲାଆଚେ । Faic an caibideil |
ତମେ ଜେଡେବେଲେ ଡୁବନ୍ ନେବାକେ ପାନିଟାନେ ବୁଡ୍ଲାସ୍, ସେଟା ତମର୍ ପାପର୍ ଗୁନ୍ଚଲନ୍ କିରିସ୍ଟର୍ ସଙ୍ଗ୍ ମରିକରି ତପିଅଇଲାପାରା ଅଇରଇଲାସ୍ । ପାନିବିତ୍ରେଅନି ବାରଇଲାଟା ନୁଆ ଗୁନ୍ଚଲନ୍ ଦାରି କିରିସ୍ଟର୍ ସଙ୍ଗ୍ ଆରି ତରେକ୍ ଉଟ୍ଲାପାରା ଅଇଲା । ପର୍ମେସର୍ ତାର୍ ବପୁସଙ୍ଗ୍ ମଲାତେଇଅନି ଜିବନ୍କରି କିରିସ୍ଟକେ ଉଟାଇଲା ବଲି ତମେ ବିସ୍ବାସ୍ କଲାର୍ପାଇ ଏଟା ତମ୍କେ ଗଟ୍ଲା ।