ପିଲିପିୟ 1:30 - ସତିଅର୍ ବାଟ୍ ନୁଆ ନିୟମ୍ 202030 ତମର୍ ବିରୁଦେ ଆଇବା ଲକ୍ମନର୍ ସଙ୍ଗ୍ ଜନ୍ ଜୁଇଦେ ତମେ ରଇଲାସ୍, ସେନ୍ତାରିସେ ଗଟେକ୍ ଜୁଇଦେ ମୁଇ ମିସା ପିଲିପ୍ତେଇ ରଇଲାବେଲେ ଅଇଲାଟା ତମେ ଦେକିଆଚାସ୍ । ଆରି ଏବେ ମିସା ସେ ଜୁଇଦେ ମୁଇ ଆଚି ବଲି ତମେ ସୁନି ଆଇଲାସ୍ନି । Faic an caibideil |
ଏବେ ଆମେ ସବୁ ଆରାଜିତାଟାନେ ପାଲାଇବା ଲକ୍ମନର୍ପାରା ଆଚୁ । ଆମର୍ ଚାରିବେଟ୍ତି ଗଟେକ୍ ବଡ୍ ଦଲର୍ ସାକିମନ୍ ଦେକ୍ଲାଇନି । ତେବର୍ପାଇ ଜନ୍ଟାମନ୍ ଆମ୍କେ ବାଦା ଦେଲାନି, ଆରି ଜନ୍ ପାପ୍ମନ୍ ଆମ୍କେ ପଚ୍କେ ଜିକ୍ଲାନି, ସେଟା ସବୁ ବେଟି ପିଙ୍ଗିଦେବାର୍ । ଜନ୍ ଆରାଜିତା ଅଇ ପାଲାଇବାଟା ପର୍ମେସର୍ ଆମର୍ ମୁଆଟେ ସଙ୍ଗଇଆଚେ, ତେଇ ଆମେ ମୁର୍ଚିକରି ପାଲାଇ ସାରାଇଦେଉଁ ।