ପିଲିପିୟ 2:12 - ସତିଅର୍ ବାଟ୍ ନୁଆ ନିୟମ୍ 202012 ତେବର୍ ପାଇ, ଏ ମର୍ ଆଲାଦର୍ ମଇତର୍ମନ୍, ତମେ ଜେନ୍ତାରିକି, ମାପ୍ରୁର୍ ଆଦେସ୍ ମାନିକରି ରଇଆଚାସ୍, ଜାଗିରଇ ଡରିକରି ତମର୍ ମୁକ୍ତିର୍ କାମ୍ ପୁରାପୁରୁନ୍ କରା । ମୁଇ ରଇଲାବେଲେସେ ନାଇ, ମାତର୍ ମୁଇ ଦୁରିକେ ରଇଲେ ମିସା ଏଟା କରା । Faic an caibideil |
ସବୁର୍ଟାନେଅନି ମୁକିଅ ବିସଇ ଅଇଲାନି ଏଟା । କିରିସ୍ଟର୍ ସୁବ୍ କବର୍ ବିସ୍ବାସ୍ କର୍ବା ଲକ୍ମନ୍ କେନ୍ତାରି ଚଲାଚଲ୍ତି କର୍ବାର୍ଆଚେ, ତମେ ସେନ୍ତାରି କରା । ମୁଇ ତମ୍କେ ଦେକ୍ବାର୍ ଆଇଲେମିସା, କି ତମର୍ଟାନେଅନି ଦୁରିକେ ରଇ ଅବ୍କା ସୁନିପାର୍ଲେ ମିସା ଏନ୍ତାରି ଜିଇତେରୁଆ । ଏଟାର୍ଲାଗି ତମେ ସବୁ ଗଟେକ୍ ମନ୍ ଅଇ ମିସିଆଚାସ୍ ବଲି ମୁଇ ଜାନିପାର୍ବି । ଜନ୍ ଲକ୍ମନ୍ ସୁବ୍ କବରର୍ ବିରୁଦେ ଦଦାପେଲା କଲାଇନି, ତାକର୍ ମୁଆଟେ କିରିସ୍ଟର୍ ସୁବ୍କବର୍ ଦେକାରକା କର୍ବାକେ ତମେ ସବୁ ଗଟେକ୍ ଅଇ ଟିଆଅଇଲାସ୍ନି ବଲି ମୁଇ ଜାନ୍ବି ।
ଏବେ ଆମେ ସବୁ ଆରାଜିତାଟାନେ ପାଲାଇବା ଲକ୍ମନର୍ପାରା ଆଚୁ । ଆମର୍ ଚାରିବେଟ୍ତି ଗଟେକ୍ ବଡ୍ ଦଲର୍ ସାକିମନ୍ ଦେକ୍ଲାଇନି । ତେବର୍ପାଇ ଜନ୍ଟାମନ୍ ଆମ୍କେ ବାଦା ଦେଲାନି, ଆରି ଜନ୍ ପାପ୍ମନ୍ ଆମ୍କେ ପଚ୍କେ ଜିକ୍ଲାନି, ସେଟା ସବୁ ବେଟି ପିଙ୍ଗିଦେବାର୍ । ଜନ୍ ଆରାଜିତା ଅଇ ପାଲାଇବାଟା ପର୍ମେସର୍ ଆମର୍ ମୁଆଟେ ସଙ୍ଗଇଆଚେ, ତେଇ ଆମେ ମୁର୍ଚିକରି ପାଲାଇ ସାରାଇଦେଉଁ ।