ପିଲିପିୟ 2:17 - ସତିଅର୍ ବାଟ୍ ନୁଆ ନିୟମ୍ 202017 ସୁବ୍କବର୍ ବିସ୍ବାସ୍ କଲାର୍ପାଇ, ତମେ ଜେନ୍ତାରି ଦୁକ୍ କସ୍ଟ ପାଇକରି ମୁରଚ୍ଲାସ୍ନି, ସେନ୍ତାରିସେ ମୁଇ ମିସା ସୁବ୍କବର୍ ଜାନାଇଲାର୍ ପାଇ ଦୁକ୍ କସ୍ଟ ପାଇକରି ମରିମିସା ଜିବି । ସେନ୍ତାରିଅଇଲେ ମିସା ମୁଇ ନିଜେ ସାର୍ଦା ଅଇ ତମର୍ସଙ୍ଗ୍ ସାର୍ଦା କର୍ବି । Faic an caibideil |
ସେଟାର୍ ପାଇ ଏ ବାଇବଇନିମନ୍, ଆମର୍ ଉପ୍ରେ ପରମେସରର୍ ବଡ୍ ଜିବନ୍ଦୁକାନିର୍ ଲାଗି, ତମ୍କେ ମୁଇ ବାବୁଜିଆ କଲିନି, ପରମେସରର୍ ଲଗେ ଗଟେକ୍ ବଲି ଇସାବେ ନିଜର୍ ଜିବନ୍ ସର୍ପିଦିଆସ୍ । ଏନ୍ତାରି ବଲି ଅଇବାଟା ମର୍ବାକେ ନଏଁ, ମାତର୍ ତାର୍ ସେବାକର୍ବାକେ ନିଜେ ସର୍ପି ଅଇବାଟା । ସେନ୍ତି ଅଇଲେ ପର୍ମେସର୍ ସାର୍ଦା ଅଇସି । ପର୍ମେସର୍କେ ଏ ରକାମ୍ ଉପାସନା କର୍ବାର୍ ଆଚେ ।