ପିଲିପିୟ 2:19 - ସତିଅର୍ ବାଟ୍ ନୁଆ ନିୟମ୍ 202019 ଜଦି ମାପ୍ରୁ ମନ୍କଲେ, ତିମତିକେ ତମର୍ଟାନେ ଦାପ୍ରେ ପାଟାଇବାକେ ମନ୍ କଲିନି । ତାର୍ଟାନେଅନି ତମେ ନିକ ଆଚାସ୍ ବଲି ସୁନ୍ଲେ, ମୁଇ ମିସା ସାର୍ଦା ଅଇବି । Faic an caibideil |
ସେଟାର୍ପାଇ ମୁଇ ତିମତିକେ ତମର୍ ଲଗେ ପାଟାଇ ଆଚି । ମୁଇ ତାକେ ଆଲାଦ୍ କଲିନି । ସେ ମର୍ ନିଜର୍ ପିଲା ପାରା ଆରି ମାପ୍ରୁର୍ ସେବାକାମେ ସବୁ ନିକସଙ୍ଗ୍ କର୍ସି । ଜେଡ୍କିବେଲେ ସେ ତମର୍ଟାନେ ଆଇସି, କିରିସ୍ଟର୍ତେଇ ମିସ୍ଲାର୍ ପାଇ ବଲି ମୁଇ କେନ୍ତି ଚଲାଚଲ୍ତି କଲିନି, ସେ ବିସଇନେଇ ସେ ତମ୍କେ କଇସି । ସେ ସମାନ୍ ବିସଇ, ସବୁ ମଣ୍ଡଲିର୍ ବିସ୍ବାସିମନ୍କେ ମୁଇ ସିକାଇଲିନି ।