ପିଲିପିୟ 2:22 - ସତିଅର୍ ବାଟ୍ ନୁଆ ନିୟମ୍ 202022 ତମେତା ଜାନିଆଚାସ୍, ତିମତି ନିଜ୍କେ ସତ୍ବାବେ କାମ୍ କର୍ବା ଲକ୍ ପାରା ଦେକାଇଅଇଆଚେ । ସେ ଜେନ୍ତିକି ଗଟେକ୍ ପଅ, ତାର୍ ବାବା ସଙ୍ଗ୍ ସେବା କର୍ସି, ସେନ୍ତାରିସେ ସେ ମର୍ସଙ୍ଗ୍ ସୁବ୍କବର୍ ଜାନାଇବା କାମେ ମିସିଆଚେ । Faic an caibideil |
ସେଟାର୍ପାଇ ମୁଇ ତିମତିକେ ତମର୍ ଲଗେ ପାଟାଇ ଆଚି । ମୁଇ ତାକେ ଆଲାଦ୍ କଲିନି । ସେ ମର୍ ନିଜର୍ ପିଲା ପାରା ଆରି ମାପ୍ରୁର୍ ସେବାକାମେ ସବୁ ନିକସଙ୍ଗ୍ କର୍ସି । ଜେଡ୍କିବେଲେ ସେ ତମର୍ଟାନେ ଆଇସି, କିରିସ୍ଟର୍ତେଇ ମିସ୍ଲାର୍ ପାଇ ବଲି ମୁଇ କେନ୍ତି ଚଲାଚଲ୍ତି କଲିନି, ସେ ବିସଇନେଇ ସେ ତମ୍କେ କଇସି । ସେ ସମାନ୍ ବିସଇ, ସବୁ ମଣ୍ଡଲିର୍ ବିସ୍ବାସିମନ୍କେ ମୁଇ ସିକାଇଲିନି ।