28 ତେବର୍ପାଇ ମୁଇ ତାକେ ଆରିତରେକ୍ ବେସି ସାର୍ଦା ସଙ୍ଗ୍ ପାଟାଇଲିନି । ଜେନ୍ତିକି ତମେ ତାକେ ଆରିତରେକ୍ ଦେକି ସାର୍ଦା ଅଇସା ଆରି ମୁଇ ମିସା ଦୁକ୍ ନ କରି ।
ସେନ୍ତାରିସେ ତମ୍କେ ମିସା ଅଇସି । ଏବେ ତମେ ଦୁକ୍ଅଇ ଆଚାସ୍, ମାତର୍ ଆରି ତରେକ୍ ମୁଇ ତମ୍କେ ଦେକାଇଅଇବି, ତାର୍ ପଚେ ତମେ ବେସି ସାର୍ଦା ଅଇସା । ଆରି କେମିସା ତମର୍ ସାର୍ଦା ତମର୍ଟାନେଅନି ଚାଡାଇ ନେଇ ନାପାରତ୍ ।
ପାଉଲ୍ ସେମନ୍କେ “ତମେ ଆରି ମକେ ଦେକିନାପାରାସ୍ ।” ବଲି କଇରଇଲାକେ, ସେମନ୍ ବେସି ମନ୍ଦୁକ୍ ଅଇଜାଇରଇଲାଇ । ଲକ୍ମନ୍ ପାଉଲ୍କେ ପାଟାଇ ଦେବାକେ, ଜାଜେ ନେଇ ଚାଡ୍ଲାଇ ।
ସେଟାର୍ପାଇ ମୁଇ ତମ୍କେ ଚିଟି ଲେକିରଇଲି । ଜନ୍ ଲକ୍ମନ୍ ମକେ ସାର୍ଦା କରାଇବାର୍ ଆଚେ, ମୁଇ ଆଇଲେ ସେମନ୍ସେ ମକେ ଦୁକ୍ ଦେଅତ୍ ବଲି ମନ୍ କରିନାଇ । ମୁଇ ଜାନି, ମୁଇ ସାର୍ଦା ଅଇକରି ରଇଲେ, ତମେ ମିସା ସବୁଲକ୍ ସାର୍ଦା ଅଇରଇସା ।
ତେବର୍ପାଇ ତାକେ ଗଟେକ୍ ବିସ୍ବାସି ବାଇ ଇସାବେ ସାର୍ଦା ସଙ୍ଗ୍ ଡାକିନିଆ । ତାର୍ପାରା ଲକ୍ମନ୍କେ ସନ୍ମାନ୍ ଦିଆସ୍ ।
ଆମେ ଦୁଇ ଲକ୍ ବେଗଲ୍ଲାବେଲେ ତୁଇ ଦୁକ୍ ଅଇ ଆଁସୁ ଜରାଇଲୁସ୍, ସେଟା ମର୍ ମନେଆଚେ । ତେବର୍ପାଇ ତକେ ଦେକ୍ବି ବଲି ମୁଇ ବେସି ମନ୍ କଲିନି । ଜେନ୍ତାରି କି ମୁଇ ପୁରାପୁରୁନ୍ ସାର୍ଦା ଅଇବି ।