ପିଲିପିୟ 4:14 - ସତିଅର୍ ବାଟ୍ ନୁଆ ନିୟମ୍ 202014 ଏନ୍ତାରି ଅଇଲେ ମିସା ଅବାବ୍ ରଇଲା ବେଲାଇ, ତମେ ମକେ ଦୟାଦେକାଇ ମର୍ପାଇ ସାଇଜ ପାଟାଇଲାସ୍ । Faic an caibideil |
ସେମନ୍ ବେସି ସାର୍ଦାଅଇ ଏ ସାଇଜ ଦେଲାଇନି । ଏଟା ଦେଇକରି ସେମନ୍ ଟିକ୍ ବିସଇ କଲାଇ । କାଇକେବଇଲେ, ଜିରୁସାଲେମେ ରଇବା ବିସ୍ବାସିମନର୍ ଟାନେ ସେମନ୍ ରୁନି ଅଇଆଚତ୍ । ସେଟା କେନ୍ତିବଇଲେ ଜିଉଦିମନର୍ଟାନେଅନିସେ ପର୍ମେସରର୍ ବାକିଅ ଇତିର୍ ଜିଉଦି ନ ଅଇଲା ଲକ୍ମନ୍କେ ଆନିରଇଲା । ସେଟାର୍ପାଇ ତେଇର୍ ଅର୍କିତ୍ ଜିଉଦିମନ୍କେ କେତେକ୍ ଡାବୁ ସାଇଜ ପାଟାଇବାଟା ନିକ ବିସଇ ।
“ମୁଇ ଜଅନ୍, ତମର୍ ବିସ୍ବାସର୍ ଲାଗି ବାଇ ଅଇଲିଆଚି । ଜିସୁର୍ ସଙ୍ଗ୍ ଆମେ ମିସିଆଚୁକେ, ତାର୍ ରାଇଜେ ରଇବା ଲକ୍ମନର୍ପାଇ ଆସିରଇବା ସବୁ ଦୁକ୍ କସ୍ଟଟାନେ ମୁଇ ତମର୍ ସଙ୍ଗ୍ ମୁର୍ଚିକରି ଆଚି । ଚାରିବେଟ୍ତି ସମ୍ଦୁର୍ ରଇକରି ମଜାଇ ରଇବା ପାତ୍ମସ୍ ବଲି ଗଟେକ୍ ରାଇଜେ ମକେ ନେଇରଇଲା । ମୁଇ ପର୍ମେସରର୍ କାତା ଆରି ଜିସୁ ଦେଇରଇବା ସିକିଆ ଜାନାଇରଇଲିଜେ, ମକେ ସେନ୍ତାରି କଲା ।