ପିଲିପିୟ 4:17 - ସତିଅର୍ ବାଟ୍ ନୁଆ ନିୟମ୍ 202017 ତମ୍କେ ମୁଇ ଦାନ୍ ପାଟାଇତେରଅତ୍ ବଲି ଏନ୍ତାରି କଇନାଇ । ମାତର୍ ମକେ ସାଇଜ କଲାର୍ ପାଇ, ପର୍ମେସର୍ ତମ୍କେ ପୁରୁସ୍କାର ଦେଅ ବଲି ମୁଇ ମନ୍ କଲିନି । Faic an caibideil |
ତେବେ ମୁଇ ବାବ୍ଲି, ଏ ବାଇବଇନିମନ୍, ମୁଇ ଜିବା ଆଗ୍ତୁ ସେମନ୍ ଜାଇକରି ଜନ୍ ଦାନ୍ ତମେ ଦେବୁ ବଲି କଇତେରଇଲାସ୍, ସେଟା ଜମାଇକରି ସଙ୍ଗଇବାକେ ସେମନ୍କେ ବାବୁଜିଆ କର୍ବି । ଜଦି ଆମେ ସେନ୍ତାରି କର୍ବୁ ବଇଲେ, ଦାନ୍ ଦେବା ଡାବୁ ମୁଇ ଆଇଲା ବେଲେ, ଜାଗ୍ରତ୍ ଅଇରଇସି । ଆରି ସେଟା ତମେ ନିଜେ ମନ୍ କରି ଦେଲାସ୍ । ବାଦିଅ କଲାକେ ଦିଆସ୍ ନାଇ ବଲି ଜାନାପଡ୍ସି ।
କାଇକେବଇଲେ ଜନ୍ ଲକ୍ମନ୍ ଡାବୁ ଆସାକରି ଆଚତ୍, ସେ ଡାବୁ ମିଲାଇବାକେ ବିନ୍ ବିନ୍ ରକାମର୍ କାରାପ୍ ବିସଇ କର୍ବାକେ ମନ୍ କର୍ବାଇ । କେତେଲକ୍ କିରିସ୍ଟର୍ ବିସଇଟାନେ ରଇବା ସିକିଆ ବିସ୍ବାସ୍ କର୍ବାଟା ଦିରେ ଦିରେ ଚାଡିଦେଇଆଚତ୍ । କାଇକେବଇଲେ ସେମନ୍ ଡାବୁ ମନ୍କଲାଇ ଆରି ନିଜେ ବୁସିଅଇଲା ଲକ୍ପାରା ବେସି ରକାମ୍ ଦୁକ୍ କସ୍ଟେ ପଡ୍ଲାଇଆଚତ୍ ।
ତମେ ଦେକାରକା କର୍ବା ବିସ୍ବାସିମନ୍କେ ଜତନ୍ କରା । କାଇକେବଇଲେ ସେମନ୍ ପର୍ମେସରର୍ ମେଣ୍ଡାରାସି ପାରା । ପର୍ମେସର୍ ସେ ଲକ୍ମନ୍କେ ତମ୍କେ ସର୍ପିଦେଇଆଚେ । ତମେ ସାର୍ଦାସଙ୍ଗ୍ ତାକର୍ ଜତନ୍ ନେବାର୍ଆଚେ । କାଇକେବଇଲେ ସେଟା ସେ ମନ୍ କଲାନି । ଡାବୁ ଆସା ଅଇକରି ଏ କାମ୍ କର୍ବାର୍ ନାଇ । ତାର୍ବାଦୁଲେ, ପର୍ମେସର୍କେ ଆରି ତାର୍ ଲକ୍ମନ୍କେ ସେବାକର୍ବାକେ ମନ୍ କରି ସେଟା କରା ।