ପିଲିପିୟ 4:18 - ସତିଅର୍ ବାଟ୍ ନୁଆ ନିୟମ୍ 202018 ତେବେ ତମେ ମର୍ପାଇ ପାଟାଇଲାଟା ସବୁଜାକ ମର୍ଟାନେ କେଟ୍ଲା ଆଚେ । ଆରି ସେଟା ମର୍ପାଇ ଅଦିକ୍ । ତମେ ପାଟାଇଲା ସବୁ ବିସଇ ଏପାପର୍ଦିସ୍ ମର୍ଲଗେ ଆନ୍ଲାକେ, ମକେ ଲଡାକେ ଆଇବା ସବୁ ମୁଇ ମିଲାଇଆଚି । ଏନ୍ତାରି କଲାକେ ତମେ ପର୍ମେସର୍କେ ସର୍ପି ଦେଲା ନିକ ବାସ୍ନା ଅଇବା ଦାନ୍ ପାରା ଅଇଲା ଆଚେ । ସେ ସେଟା ସଙ୍ଗଇକରି ସାର୍ଦା ଅଇଲାଆଚେ । Faic an caibideil |
ସେଟାର୍ ପାଇ ଏ ବାଇବଇନିମନ୍, ଆମର୍ ଉପ୍ରେ ପରମେସରର୍ ବଡ୍ ଜିବନ୍ଦୁକାନିର୍ ଲାଗି, ତମ୍କେ ମୁଇ ବାବୁଜିଆ କଲିନି, ପରମେସରର୍ ଲଗେ ଗଟେକ୍ ବଲି ଇସାବେ ନିଜର୍ ଜିବନ୍ ସର୍ପିଦିଆସ୍ । ଏନ୍ତାରି ବଲି ଅଇବାଟା ମର୍ବାକେ ନଏଁ, ମାତର୍ ତାର୍ ସେବାକର୍ବାକେ ନିଜେ ସର୍ପି ଅଇବାଟା । ସେନ୍ତି ଅଇଲେ ପର୍ମେସର୍ ସାର୍ଦା ଅଇସି । ପର୍ମେସର୍କେ ଏ ରକାମ୍ ଉପାସନା କର୍ବାର୍ ଆଚେ ।