2 ଇୟଦିଆକେ ଆରି ସନ୍ତୁକେ ମୁଇ ବାବୁଜିଆକରି କଇଲିନି, ତମେ ଦୁଇଲକ୍ ଜାକ ମାପ୍ରୁର୍ ଲକ୍ ଅଇଆଚାସ୍ । ତେବର୍ ପାଇ ତମର୍ ବିତ୍ରେ ଗଟେକ୍ ମନ୍ ଅଇ ରାଜିଉଆ ।
“ନୁନ୍ ଗଟେକ୍ ନିମାନ୍ ଜିନିସ୍ । ମାତର୍ ନୁନ୍ ଜଦି ତାର୍ କରିଆ ଅଇବାଟା ଆରାଇସି ବଇଲେ ସେ ଆରି ତରେକ୍ କେନ୍ତାର୍ କରିଆ ଅଇପାର୍ସି ? ତମେ ନୁନ୍ ପାରା ନିମାନ୍ ଗୁନେ ପୁରାପୁରୁନ୍ ଅଇ ସବୁଲକ୍ମନର୍ ସଙ୍ଗ୍ ମିସି ବିଡି କରି ସୁଆଲେ ରୁଆ” ବଲି କଇଲା ।
ଏ ମର୍ ବାଇବଇନିମନ୍, ଆମର୍ ମାପ୍ରୁ ଜିସୁ କିରିସ୍ଟର୍ ନାଉଁ ଦାରି ମୁଇ ତମ୍କେ ବାବୁଜିଆ କଲିନି, ଜେନ୍ତିକି ତମେ ସବୁଲକ୍ ଗଟେକ୍ କାତାଇ ରାଜି ଉଆ, ଆରି ତମର୍ ତମର୍ ବିତ୍ରେ ବେଗ୍ଲା ବେଗ୍ଲି ଉଆନାଇ । ମାତର୍ ତମେ ଗଟେକ୍ ଦଲ୍, ଗଟେକ୍ ମନ୍ ଆରି ଗଟେକ୍ କାତାଇ ରାଜି ଉଆ ।
କେନ୍ତି ମିସା ପର୍ମେସର୍ ଜେତ୍କି ବିସଇ ସବୁ ଆମ୍କେ ଦେକାଇ ସାରାଇଆଚେ, ସେ ସବୁଜାକ ଆମେ ମାନ୍ବାର୍ ଆଚେ ।
ତାକର୍ କାମର୍ ଲାଗି ସେମନ୍କେ ଜିବନ୍ ପରାନ୍ ଦେଇକରି ଆଲାଦ୍ କରା । ନିଜର୍ ନିଜର୍ ଲକ୍ମନର୍ ସଙ୍ଗ୍ ସାନ୍ତିସଙ୍ଗ୍ ରୁଆ ।
ସବୁ ଲକର୍ ସଙ୍ଗ୍ ସୁସାରେ ଆରି ସୁକଲ୍ ସଙ୍ଗ୍ ରଇବାକେ ଚେସ୍ଟା କରା, ଆରିକେ ସୁକଲ୍ ନ ଅଇକରି ମାପ୍ରୁକେ ଦେକି ନାପାରତ୍ ।