4 ମାପ୍ରୁର୍ ସଙ୍ଗ୍ ମିସିରଇଲାର୍ପାଇ ସବୁବେଲେ ସାର୍ଦା ଅଇକରି ରୁଆ । ମୁଇ ଆରିତରେକ୍ କଇଲିନି ସାର୍ଦା ଅଇକରି ରୁଆ ।
ସାର୍ଦା ଅଇ ସାର୍ଦାଇ ରୁଆ, କାଇକେବଇଲେ ସର୍ଗେ ତମର୍ ପାଇ ବଡ୍ ପୁରୁସ୍କାର୍ ସଙ୍ଗଇଲା ଆଚେ । ମନେରକା ସେନ୍ତାରି ତମର୍ ଆଗ୍ତୁ ରଇଲା ବବିସତ୍ବକ୍ତାମନ୍ ମିସା ଦୁକ୍ପାଇ ରଇଲାଇ ।”
ପାଉଲ୍ ଆରି ସିଲା ମଜା ରାତି ବେଲାଇ ପର୍ମେସର୍କେ ପାର୍ତନା କରି ଗିତ୍ ଗାଇତେ ରଇଲାଇ । ବନ୍ଦି ଗରେ ରଇବା ବିନ୍ଲକ୍ମନ୍ ସେଟା ସବୁ ସୁନ୍ତେ ରଇଲାଇ ।
ପେରିତ୍ ସିସ୍ମନ୍ ସାର୍ଦାସଙ୍ଗ୍ ବଡ୍ସବାଇଅନି ବାରଇଲାଇ, କାଇକେବଇଲେ ପର୍ମେସର୍ ଦେକ୍ବା ଇସାବେ ଜିସୁର୍ ସିସ୍ ଅଇକରି ଅପ୍ମାନ୍ ପାଇବାକେ ଅଦିକାର୍ ପାଇରଇଲାଇ ।
ଆମ୍କେ ରଇବା ଆସାର୍ ଲାଗି ଆମେ ସାର୍ଦା ଅଉଁ । ଦୁକ୍ କସ୍ଟ ଆଇଲେ ମୁର୍ଚିକରି ରଉଁ । ସବୁବେଲା ପର୍ମେସର୍କେ ପାର୍ତନା କର୍ତେ ରଉଁ ।
ବେସି ଦୁକେ ରଇଲେ ମିସା ସାର୍ଦା ସଙ୍ଗ୍ ଆଚୁ । ଆମେ ଅର୍କିତ୍ ପାରା ଅଇରଇଲେ ମିସା, ବିନ୍ ଲକ୍ମନ୍କେ ସାଉକାର୍ କରାଇଆଚୁ । ଆମେ କାଇଟା ନ ରଇବା ଲକର୍ ପାରା ଆଚୁ, ମାତର୍ ସବୁଜାକ ଆମର୍ଟା ।
ମାତର୍ ଆମେ ତମର୍ ଲଗେ ଜନ୍ ସୁବ୍କବର୍ ଜାନାଇ ରଇଲୁ, ଜଦି ସେଟାକେ ଚାଡି ବିନ୍ ଗଟେକ୍ ସୁବ୍କବର୍ ଆମେ ନିଜେ, ନଇଲେ ସରଗ୍ ଦୁତ୍ ମିସା ଜାନାଇସି ବଇଲେ, ସେ ଅବିସାପ୍ ପାଅ ।
ସେନ୍ତାରିସେ ତମେମିସା ସାର୍ଦା ଅଇକରି ମର୍ସଙ୍ଗ୍ ସାର୍ଦା କର୍ବାର୍ ଆଚେ ।
ସାରାସାରି ପଚେ ଏ ମର୍ ବାଇବଇନିମନ୍, ମୁଇ ତମ୍କେ ଆଗ୍ତୁ କଇଲାଟା ଆରିତରେକ୍ କଇବାକେ ମକେ ବିଜାର୍ ଲାଗେନାଇ । କାଇକେବଇଲେ ସେନ୍ତାରି କଲେ ବୁଲ୍ ବିସଇ ସିକାଉମନର୍ଟାନେଅନି ତମେ ଜାଗ୍ରତ୍ ଅଇରଇସା ।
ତାର୍ ବାଦୁଲେ, କିରିସ୍ଟ ଦୁକ୍ କସ୍ଟ ମୁର୍ଚିକରି ରଇଲାର୍ ପାରା ତମ୍କେ ମୁରଚ୍ବାକେ ଆଇଲେ, ସାର୍ଦା ଉଆ । ଜନ୍ ଦିନେ ସେ ତାର୍ ଡାକ୍ପୁଟା ଦେକାଇସି, ସେ ଦିନେ ତମେ ଅଦିକ୍ ସାର୍ଦା ଅଇସା ।