ପର୍କାସିତ 1:1 - ସତିଅର୍ ବାଟ୍ ନୁଆ ନିୟମ୍ 20201 ଜାଇ ଜାଇଟା ଦାପ୍ରେ ଗଟ୍ବାକେ ଗାଲାନି, ପର୍ମେସର୍ ଜିସୁ କିରିସ୍ଟକେ ଜାନାଇ ରଇବା ବିସଇ ଏ ବଇଟାନେ ଲେକାଅଇ ଆଚେ । ସେ ସବୁ ବିସଇ ତାର୍ ଦାଙ୍ଗ୍ଡାମନ୍କେ ଜାନାଇବାକେ ପର୍ମେସର୍ ତାକେ ଜାନାଇଲା । ତେବର୍ପାଇ ମୁଇ ଜଅନ୍ ଜେ କି ତାର୍ ସିସ୍ ଅଇଲିଆଚି, ମକେ ଜାନାଇବାକେ କିରିସ୍ଟ ତାର୍ ଦୁତ୍କେ ପାଟାଇଲାଆଚେ । Faic an caibideil |
ମୁଇ ପାଉଲ୍, ଏ ଚିଟି ଲେକ୍ଲିନି । ମୁଇ ପର୍ମେସର୍କେ ସେବାକରି ଜିସୁକିରିସ୍ଟର୍ ଗଟେକ୍ ପେରିତ୍ ଅଇଆଚି । ଜନ୍ ଲକ୍ମନ୍କେ ତାର୍ଟାନେ ଡାଟ୍ ସଙ୍ଗ୍ ବିସ୍ବାସ୍ କର୍ବାକେ ପର୍ମେସର୍ ବାଚ୍ଲା ଆଚେ, ଆରି ସେମନ୍ ଜେନ୍ତିକି ଜିସୁକିରିସ୍ଟର୍ ନିକ ସିକିଆ ବୁଜ୍ବାଇ, ସେନ୍ତାରି ଲକ୍ମନ୍କେ ସାଇଜ କର୍ବାକେ ମୁଇ ବାଚିଅଇଆଚି । ଏ ସିକିଆ ନିକସଙ୍ଗ୍ ଜାନ୍ଲେ, ପର୍ମେସର୍କେ ସାର୍ଦା କରାଇବା ପାରା ଚଲାଚଲ୍ତି କର୍ବାକେ ସେମନ୍ ସିକ୍ବାଇ ।
“ମୁଇ ଜଅନ୍, ତମର୍ ବିସ୍ବାସର୍ ଲାଗି ବାଇ ଅଇଲିଆଚି । ଜିସୁର୍ ସଙ୍ଗ୍ ଆମେ ମିସିଆଚୁକେ, ତାର୍ ରାଇଜେ ରଇବା ଲକ୍ମନର୍ପାଇ ଆସିରଇବା ସବୁ ଦୁକ୍ କସ୍ଟଟାନେ ମୁଇ ତମର୍ ସଙ୍ଗ୍ ମୁର୍ଚିକରି ଆଚି । ଚାରିବେଟ୍ତି ସମ୍ଦୁର୍ ରଇକରି ମଜାଇ ରଇବା ପାତ୍ମସ୍ ବଲି ଗଟେକ୍ ରାଇଜେ ମକେ ନେଇରଇଲା । ମୁଇ ପର୍ମେସରର୍ କାତା ଆରି ଜିସୁ ଦେଇରଇବା ସିକିଆ ଜାନାଇରଇଲିଜେ, ମକେ ସେନ୍ତାରି କଲା ।
ମୁଇ ତାକେ ଜୁଆର୍ କର୍ବି ବଲି ତାର୍ ଗଡେ ଡାଣ୍ଡାସନ୍ ପଡ୍ଲି, ମାତର୍ ସେ ମକେ କଇଲା, “ନିଚୁ, ମୁଇ ଆରି ତର୍ ସଙ୍ଗର୍ ବିସ୍ବାସି ବାଇମନ୍ ଜେତ୍କି ଲକ୍ ଆମେ ସବୁ ଜିସୁ ଜାନାଇରଇବା ସତ୍ ଦାରିଆଚୁ, ଆମେ ସବୁ ଅବ୍କା ଦାଙ୍ଗ୍ଡାମନ୍, ପର୍ମେସର୍କେ ଜୁଆର୍ କରା । କାଇକେବଇଲେ ଜିସୁ ଜନ୍ ସତ୍ ଜାନାଇଆଚେ, ସେଟାସେ ବବିସତ୍ ବକ୍ତାମନ୍କେ କାତାଅଇବାକେ ବପୁଦେଲାଆଚେ ।”