12 ସେ ସବଦ୍ ସୁନ୍ଲାକେ, କେ କାତାଅଇଲାନି, ଦେକ୍ବି ବଲି ପାସଲ୍ଲି ଆରି ସାତ୍ଟା ସୁନାର୍ ବତି ଡାଣ୍ଡି ଦେକ୍ଲି ।
ତାର୍ ମଜାଇ ନର୍ ପାରା ଡିସ୍ତେରଇବା ଗଟେକ୍ ଲକ୍କେ ଦେକ୍ଲି । ତାର୍ ପାଦ୍ଜାକ ଅଇବା ଗଟେକ୍ ଡେଙ୍ଗ୍ ଲୁଗା ପିନ୍ଦିରଇଲା । ତାର୍ ବୁକ୍ତଲେ ଗଟେକ୍ ସୁନାର୍ ବେଲ୍ଟୁ ବାନ୍ଦି ରଇଲା ।
ତେବର୍ ପାଇ ତମେ ଏବେ ଜାଇଜାଇଟା ଦେକି ଆଚାସ୍ ଆରି ଜାଇଜାଇଟା ଏବେ ଗଟ୍ଲାନି ଆରି ପଚ୍କେ ଗଟ୍ସି, ସେଟା ସବୁ ଲେକିକରି ସଙ୍ଗୁଆ ।
ମର୍ ଉଜାବାଟେ ରଇବା ସାତ୍ଟା ତାରା ଆରି, ସାତ୍ଟା ସୁନାର୍ ବତି ଡାଣ୍ଡିର୍ ଅରତ୍ ମୁଇ ତମ୍କେ କଇଦେବି । ସେ ସାତ୍ଟା ବତିଡାଣ୍ଡି ଅଇଲାନି ସାତ୍ଟା ମଣ୍ଡଲି । ସାତ୍ଟା ତାର୍ମନ୍ ଅଇଲାଇନି, ସାତ୍ଟା ମଣ୍ଡଲିର୍ ଦାଇତ୍ ନେବା ଦୁତ୍ମନ୍ ।
ସେ କଇଲା, ଏପିସସ୍ ମଣ୍ଡଲିକେ ଦେକାରକା କର୍ବା ଦୁତ୍କେ ଲେକା । ଏ କବର୍ ମର୍ଟାନେଅନି ପାଟାଇଲିନି । ସାତ୍ଟା ତାରାକେ ମୁଇ ମର୍ ଉଜାବାଟେ ଦାରିରଇବି । ସାତ୍ଟା ସୁନାର୍ ବତିଡାଣ୍ଡି ମଜାଇ ଇଣ୍ଡ୍ତେରଇବି ।
ସେବେଲେ ମୁଇ ଆରିଗଟେକ୍ ଦର୍ସନ୍ ଦେକ୍ଲି । ସର୍ଗେ ଗଟେକ୍ ଉଗାଡିରଇବା କାପାଟ୍ ରଇଲା । ଆଗେ ସୁନିରଇବା ମଇରି ପାରା ସବଦ୍ ଆରିତରେକ୍ ସୁନ୍ଲି । ଉପ୍ରେ ଚଗି ଆଉ, ଏଟାର୍ପଚେ କାଇଟା ଅଇସି ମୁଇ ତକେ ଜାନାଇବି ।