ପର୍କାସିତ 1:4 - ସତିଅର୍ ବାଟ୍ ନୁଆ ନିୟମ୍ 20204 ମୁଇ ଜଅନ୍ ଆସିଆ ରାଇଜେ ରଇବା ସାତ୍ଟା ମଣ୍ଡଲିକେ ଲେକ୍ଲିନି । ପର୍ମେସର୍ ଟାନେଅନି ଆସିରଇବା ଜିବନ୍ ଦୁକାଇଲାଟା ଆରି ସାନ୍ତି ତମ୍କେ ମିଲ । ସେ ଏବେ ଆଚେ । ଆଗ୍ତୁ ମିସା ରଇଲା ଆରି କାଲ୍ କାଲ୍ ଜୁଗ୍ ଜୁଗ୍ ରଇସି । ସେ ବସିରଇବା ଜାଗାର୍ ମୁଆଟର୍ ସାତ୍ଟା ଆତ୍ମାମନର୍ ଟାନେଅନି Faic an caibideil |
“ମୁଇ ଜଅନ୍, ତମର୍ ବିସ୍ବାସର୍ ଲାଗି ବାଇ ଅଇଲିଆଚି । ଜିସୁର୍ ସଙ୍ଗ୍ ଆମେ ମିସିଆଚୁକେ, ତାର୍ ରାଇଜେ ରଇବା ଲକ୍ମନର୍ପାଇ ଆସିରଇବା ସବୁ ଦୁକ୍ କସ୍ଟଟାନେ ମୁଇ ତମର୍ ସଙ୍ଗ୍ ମୁର୍ଚିକରି ଆଚି । ଚାରିବେଟ୍ତି ସମ୍ଦୁର୍ ରଇକରି ମଜାଇ ରଇବା ପାତ୍ମସ୍ ବଲି ଗଟେକ୍ ରାଇଜେ ମକେ ନେଇରଇଲା । ମୁଇ ପର୍ମେସରର୍ କାତା ଆରି ଜିସୁ ଦେଇରଇବା ସିକିଆ ଜାନାଇରଇଲିଜେ, ମକେ ସେନ୍ତାରି କଲା ।
ତାର୍ପଚେ ବସ୍ବା ଜାଗାର୍ ମଜାଇ ଗଟେକ୍ ମେଣ୍ଡାପିଲା ଟିଆଅଇରଇବାଟା ଦେକ୍ଲି । ତାର୍ ଚାରିବେଟ୍ତି ଚାରିଟା ଜିବନ୍ ରଇବା ପସୁ ଆରି ପାର୍ଚିନ୍ମନ୍ ରଇଲାଇ । ମେଣ୍ଡାପିଲା ମରାଇରଇଲାଟା ପାରା ଡିସ୍ତେରଇଲା । ତାକେ ସାତ୍ଟା ସିଙ୍ଗ୍ ଆରି ସାତ୍ଟା ଆଁକି ରଇଲା । ସେଟା ପର୍ମେସରର୍ ସାତ୍ଟା ଆତ୍ମା ରଇଲା । ପର୍ମେସର୍ ସେ ସାତ୍ଟା ଆତ୍ମାକେ ଗୁଲାଇ ଜଗତେ ପାଟାଇରଇଲା ।