ପର୍କାସିତ 1:6 - ସତିଅର୍ ବାଟ୍ ନୁଆ ନିୟମ୍ 20206 ତାର୍ ବାବା ପର୍ମେସର୍କେ ସେବା କର୍ବାପାଇ ସେ ଆମ୍କେ ଗଟେକ୍ ରାଜାର୍ କୁଟୁମେ ପୁଜାରି କଲାଆଚେ । ସେ କାଲ୍ କାଲ୍ ଜୁଗ୍ ଜୁଗ୍ ବପୁ ଆରି ମଇମା ପାଅ । ଆମେନ୍ । Faic an caibideil |
ଜନ୍ ଲକ୍ମନ୍ କବର୍ ଜାନାଇଲାଇନି, ଆମେ ପର୍ମେସରର୍ କବର୍ ଜାନାଇଲୁନି, ବଲି ଜାଗ୍ରତ୍ ରଇବାର୍ ଆଚେ । ଜନ୍ ଲକ୍ମନ୍ ତାକର୍ ବାଇବଇନିମନ୍କେ ସେବା କଲାଇନି, ଆମେ ପର୍ମେସର୍ ବପୁ ଦେଲାକେସେ, ସେବାକଲୁନି ବଲି ଏତାଅତ୍ । ତମେ କରିରଇବା ସବୁ କାମେ ଜିସୁକିରିସ୍ଟର୍ଟାନେଅନି ପର୍ମେସର୍ ଡାକ୍ପୁଟା ପାଅ । ସେ ଆକା କାଲ୍ କାଲ୍ ଜୁଗ୍ ଜୁଗ୍ ମଇମା ଆରି ବପୁ ପାଇସି । ଆମେନ୍ !
“ମୁଇ ଜଅନ୍, ତମର୍ ବିସ୍ବାସର୍ ଲାଗି ବାଇ ଅଇଲିଆଚି । ଜିସୁର୍ ସଙ୍ଗ୍ ଆମେ ମିସିଆଚୁକେ, ତାର୍ ରାଇଜେ ରଇବା ଲକ୍ମନର୍ପାଇ ଆସିରଇବା ସବୁ ଦୁକ୍ କସ୍ଟଟାନେ ମୁଇ ତମର୍ ସଙ୍ଗ୍ ମୁର୍ଚିକରି ଆଚି । ଚାରିବେଟ୍ତି ସମ୍ଦୁର୍ ରଇକରି ମଜାଇ ରଇବା ପାତ୍ମସ୍ ବଲି ଗଟେକ୍ ରାଇଜେ ମକେ ନେଇରଇଲା । ମୁଇ ପର୍ମେସରର୍ କାତା ଆରି ଜିସୁ ଦେଇରଇବା ସିକିଆ ଜାନାଇରଇଲିଜେ, ମକେ ସେନ୍ତାରି କଲା ।