ପର୍କାସିତ 1:7 - ସତିଅର୍ ବାଟ୍ ନୁଆ ନିୟମ୍ 20207 ଏଦେ ଦେକା ! ସେ ମେଗ୍ମାଲାଇ ବସି ଆଇଲାନି । ଗୁଲାଇ ଲକ୍ମନ୍ ତାକେ ଦେକ୍ବାଇ । ତାକେ କୁରୁସ୍କାଟେ କୁଟି ମାରିରଇବା ଲକ୍ମନ୍ ମିସା ଦେକ୍ବାଇ । ଏ ଜଗତେ ରଇବା ସବୁ ଲକ୍ମନ୍ ତାର୍ଲାଗି ଦୁକ୍ କର୍ବାଇ । ସେଟା ସେନ୍ତାରିସେ ଅଇସି । ଆମେନ୍ ! Faic an caibideil |
ମସାର୍ ନିୟମ୍ ନ ମାନ୍ବା ଗଟେକ୍ ଲକର୍ ଦସା ସେନ୍ତାରି ରଇଲେ, ପର୍ମେସରର୍ ପଅକେ ଇନ୍ କର୍ବା ଗଟେକ୍ ଲକର୍ ଦସା କେତେକ୍ ଅଦିକ୍ ନ ରଏ । ଜଦି ତାର୍ ରାଜିନାମାର୍ ବନିକେ କାଇ ମୁଲିଅ ନାଇ ବଲି ଏଲାକରିଦେଲେ, ଏ ବନିର୍ ଲାଗି ସେ ପାପେଅନି ସେ ସୁକଲ୍ ଅଇରଇଲା । ସେନ୍ତାରି କର୍ବା ଲକ୍ ପର୍ମେସରର୍ ଆତ୍ମା ଜେ କି ଜିବନ୍ ଦୁକାଇ ଦୟା ଦେକାଇସି, ତାକେ ମିସା ମନ୍ଦୁକ୍ କରାଇଲାନି । ତାର୍ ଡଣ୍ଡ୍ କେତେକ୍ ଅଦିକ୍ ନ ଅଏ ।