ପର୍କାସିତ 10:7 - ସତିଅର୍ ବାଟ୍ ନୁଆ ନିୟମ୍ 20207 ମାତର୍ ଜେଡେବେଲେ ସାତ୍ ଲମର୍ ଦୁତ୍ ତାର୍ ମଇରି ପୁକ୍ସି, ସେଡ୍କିବେଲେ, ପର୍ମେସର୍ କାକେ ନ ଜାନାଇରଇବା ତାର୍ ମନ୍ କଲାଟା ପୁରାପୁରୁନ୍ ସିଦ୍ କର୍ସି । ଏଟା ସେ ତାର୍ ଦାଙ୍ଗ୍ଡାମନ୍କେ ଆରି ବବିସତ୍ବକ୍ତାମନ୍କେ ସେ ଆଗ୍ତୁ ଜାନାଇରଇଲା । Faic an caibideil |
ଏ ବାଇବଇନିମନ୍, ଏ ବିସଇଟାନେ ଗଟେକ୍ ଲୁଚିରଇଲା ସତ୍ ତମେ ବୁଜା ବଲି ମୁଇ ମନ୍ କଲିନି । ଆମେ ଜିଉଦିମନର୍ ଟାନେଅନି ବଡ୍ ଆଚୁ ବଲି ତମେ ବଡ୍ପନ୍ ନ ଅଇବାକେ, ଏଟା ତମ୍କେ ବୁଜାଇଲିନି । ଜିଉଦିମନର୍ କାତା ନ ମାନ୍ବାଟା, ବେସିଦିନ୍ ଜାକ ନ ରଏ । ମାତର୍ ଜେତ୍କି ଜିଉଦି ନ ଅଇଲା ଲକ୍ମନ୍କେ ପର୍ମେସର୍ ବାଚ୍ଲାଆଚେ, ସେମନ୍ ବିସ୍ବାସ୍ କର୍ବାଜାକ ସେଟା ରଇସି ।