ପର୍କାସିତ 11:2 - ସତିଅର୍ ବାଟ୍ ନୁଆ ନିୟମ୍ 20202 ମାତର୍ ମନ୍ଦିର୍ ବାଇରେ ରଇବା ଡାଣ୍ଡ୍ ନାପ୍ନାଇ । କାଇକେବଇଲେ ସେ ଜାଗା ଜିଉଦି ନ ଅଇଲା ଲକ୍ମନ୍କେ ଦିଆଅଇଲା ଆଚେ । ସେମନ୍ ସୁକଲ୍ ନଅରେ ରଇ ୪୨ ମାସ୍ ଜାକ ସେ ନଅର୍କେ ଅସୁକଲ୍ କରିଦେବାଇ । Faic an caibideil |
ମସାର୍ ନିୟମ୍ ନ ମାନ୍ବା ଗଟେକ୍ ଲକର୍ ଦସା ସେନ୍ତାରି ରଇଲେ, ପର୍ମେସରର୍ ପଅକେ ଇନ୍ କର୍ବା ଗଟେକ୍ ଲକର୍ ଦସା କେତେକ୍ ଅଦିକ୍ ନ ରଏ । ଜଦି ତାର୍ ରାଜିନାମାର୍ ବନିକେ କାଇ ମୁଲିଅ ନାଇ ବଲି ଏଲାକରିଦେଲେ, ଏ ବନିର୍ ଲାଗି ସେ ପାପେଅନି ସେ ସୁକଲ୍ ଅଇରଇଲା । ସେନ୍ତାରି କର୍ବା ଲକ୍ ପର୍ମେସରର୍ ଆତ୍ମା ଜେ କି ଜିବନ୍ ଦୁକାଇ ଦୟା ଦେକାଇସି, ତାକେ ମିସା ମନ୍ଦୁକ୍ କରାଇଲାନି । ତାର୍ ଡଣ୍ଡ୍ କେତେକ୍ ଅଦିକ୍ ନ ଅଏ ।