4 ସେ ଦୁଇଟା ସାକିମନ୍ ଜଗତର୍ ମାପ୍ରୁର୍ ମୁଆଟେ ଟିଆଅଇବା ଜିତ୍ ଗଚ୍ ଆରି ଦୁଇଟା ବତି ଅଇଆଚତ୍ ।
“କେ ମିସା ବତି ଡସାଇ ମାନ୍ତଲେ ଡାବିକରି ନ ସଙ୍ଗଅତ୍ । ମାତର୍ ବତି ସଙ୍ଗଇବା କୁଦ୍ରାଇ ସଙ୍ଗଇବାଇ, ଜେନ୍ତାରିକି ଗର୍ବିତ୍ରେ ଜିବାଲକ୍ମନ୍ ଉଜଲ୍ ଦେକିପାର୍ବାଇ ।
ସେ ଦିନ୍ମନ୍କେ ଗଟ୍ବା ସବୁ ବିସଇ ଦେଇ, କାଇ ବିପଦ୍ ନ ଅଇ ଜିବାକେ ଆରି ପର୍ମେସର୍ ପାଟାଇରଇବା ନର୍ପିଲା ମର୍ ମୁଆଟେ ଟିଆ ଅଇବାକେ, ପାର୍ତନା କରି ଜାଗରତ୍ ଅଇରୁଆ ।”
ଇସ୍ରାଏଲ୍ କୁଟୁମର୍ ଲକ୍ମନ୍ ପର୍ମେସର୍ ଜତନ୍ କରିରଇବା ଗଟେକ୍ ଜିତ୍ ଗଚର୍ ପାରା । ସେ ଗଚେଅନି କେତେଟା କେନ୍ଦି ବାଙ୍ଗାଇକରି ବନର୍ ଜିତ୍ ଗଚର୍ କେନ୍ଦା ତେଇ, ଜଡିଆଚେ । ତମେ ଜିଉଦି ନ ଅଇଲା ଲକ୍ମନ୍ ସେ ବନର୍ ଜିତ୍ ଗଚ୍ ପାରା । ଏବେ ତମେ ଜିଉଦିମନର୍ ଡାଟ୍ ଆତ୍ମାର୍ ଜିବନ୍ତେଇ ଜଡିଅଇଆଚାସ୍ ।
ମର୍ ଉଜାବାଟେ ରଇବା ସାତ୍ଟା ତାରା ଆରି, ସାତ୍ଟା ସୁନାର୍ ବତି ଡାଣ୍ଡିର୍ ଅରତ୍ ମୁଇ ତମ୍କେ କଇଦେବି । ସେ ସାତ୍ଟା ବତିଡାଣ୍ଡି ଅଇଲାନି ସାତ୍ଟା ମଣ୍ଡଲି । ସାତ୍ଟା ତାର୍ମନ୍ ଅଇଲାଇନି, ସାତ୍ଟା ମଣ୍ଡଲିର୍ ଦାଇତ୍ ନେବା ଦୁତ୍ମନ୍ ।